Home Bibles ଯାତ୍ରା ପୁସ୍ତକ 23:7 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 23:7 · ଓଡ଼ିଆ ବାଇବେଲ

କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।

Cross references

ଯାତ୍ରା ପୁସ୍ତକ 20:13

ତୁମ୍ଭେ ନରହତ୍ଯା କରିବ ନାହିଁ।

ଯାତ୍ରା ପୁସ୍ତକ 23:1

ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।

ଯାତ୍ରା ପୁସ୍ତକ 34:7

ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।

ଲେବୀୟ ପୁସ୍ତକ 19:11

ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।

ଦିତୀୟ ବିବରଣ 19:16

ଧରାଯାଉ ଜଣେ ଅଧର୍ମୀ ଲୋକ ତା ବିରକ୍ସ୍ଟଦ୍ଧ ରେ ମିଥ୍ଯା ସାକ୍ଷୀ ଦବୋ ପାଇଁ ଛିଡା ହକ୍ସ୍ଟଏ।

ଦିତୀୟ ବିବରଣ 27:25

ଲବେୀୟମାନେ କହିବେ, ' ଯେଉଁ ଲୋକ ନିର୍ଦ୍ଧୋଷ ପ୍ରାଣୀକକ୍ସ୍ଟ ହତ୍ଯା କରିବାକୁ ଅର୍ଥନିଏ ସେ ଅଭିଶଲ୍ଗ ହେଉ?'

ଆୟୁବ ପୁସ୍ତକ 22:23

ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।

ଗୀତସଂହିତା 94:21

ଯେଉଁ ବିଚାରକଗଣ ଭଲ ଲୋକମାନଙ୍କୁ ନ୍ଯାଯ ଦିଅନ୍ତି ନାହିଁ, ସମାନେେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସମାନଙ୍କେୁ ମରଣର ଆରୋପ କର।

ହିତୋପଦେଶ 4:14

ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସମାନଙ୍କେ ପରି ବାସ କର ନାହିଁ। ସମାନଙ୍କେ ପରି ହବୋକୁ ଚେଷ୍ଟା କର ନାହିଁ।

ହିତୋପଦେଶ 11:21

ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।

ହିତୋପଦେଶ 17:15

ଯେ ଦୁଷ୍ଟକୁ ନିର୍ ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୃଢ଼ ହିଁ ସଦାପ୍ରଭୁଙ୍କଠା ରେ ସମାନ ଭାବେ ଘୃଣିତ।

ଯିଶାଇୟ 5:20

ସସହିସଲାକମାଲନ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣିସସମାଲନ ଅନ୍ଧକାରକୁ ଆଲଲାକ ଓ ଆସଲାକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମଲନ କରନ୍ତି,ସସମାଲନ ସନ୍ତାପର ପାତ୍ର।

ଯିଶାଇୟ 33:15

ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।

ନାହୂମ 1:3

ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।

ଲୂକଲିଖିତ ସୁସମାଚାର 3:14

ସୈନ୍ଯମାନେ ତାହାଙ୍କୁ ପଚାରିଲେ, ଆମ୍ଭକୁ କ'ଣ କରିବାକୁ ହବେ?

ରୋମୀୟଙ୍କ ପ୍ରତି ପତ୍ର 1:18

ପରମେଶ୍ବରଙ୍କ କୋର୍ଧ ସ୍ବର୍ଗରୁ ପ୍ରକାଶିତ ହାଇେଛି। ଲୋକମାନଙ୍କ ଦ୍ବାରା ପରମେଶ୍ବରଙ୍କ ବିରୁଦ୍ଧ ରେ କରାଯାଇଥିବା ପ୍ରେତ୍ୟକକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ବର କୋରଧ କରନ୍ତି। ସମାନଙ୍କେ ପାଖ ରେ ସତ୍ଯ ଅଛି, କିନ୍ତୁ ସମାନେେ ନିଜର ମନ୍ଦ ଜୀବନ ଦ୍ବାରା ତାହା ଲୁଚ଼ାନ୍ତି।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ଏଫିସୀୟଙ୍କ ପ୍ରତି ପତ୍ର 4:25

ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:22

ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

Interlinear

Choose Theme