ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।
Cross references
ଏହାପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, ଯେଉଁ ପରମେଶ୍ବର ମାେତେ ଦେଖନ୍ତି ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, ମୁଁ କଣ ପ୍ରକୃତ ରେ ତାଙ୍କୁ ଏଠା ରେ ଦେଖିଲି ୟିଏ ମତେ ଦେଖନ୍ତି?
ଅବ୍ରହାମଠାରୁ ଏକ ମହାନ ଓ ବଳଶାଳି ଗୋଷ୍ଠୀ ଉତ୍ପନ୍ନ ହବେ ଓ ପୃଥିବୀର ୟାବତୀଯ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହବେେ।
ଏହାପରେ ସେ ସହେି ପର୍ବତ ରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡ଼ାକିଲା। ତହିଁରେ ସମାନେେ ଭୋଜନ କରି ପର୍ବତ ରେ ରାତ୍ରିସାରା ରହିଲେ।
ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।
ଯିଥ୍ରୋପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କଲେ। ହାରୋଣ, ମାଶାେ ଓ ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ବରଙ୍କ ସମ୍ମୁଖ ରେ ମାଶାଙ୍କେ ଶ୍ବଶୁର ସଙ୍ଗେ ଭୋଜନ କଲେ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ତଳକୁ ୟାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସମାନେେ ମାେ ଆଡକୁ ଚାହିଁବେ ନାହିଁ କି ମାେ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ଯ କରେ ତବେେ ସେ ମରିବ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭମାନେେ ଦୂରରୁ ମାେତେ ଉପାସନା କରିବ।
ମାଶାେ, ହାରୋଣ, ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରଚୀନବର୍ଗ ପର୍ବତ ଆରୋହଣ କଲେ।
କିନ୍ତୁ ତୁମ୍ଭେ ତୁମ୍ଭର ମୁଖ ଦେଖିପାରିବ ନାହିଁ। କାରଣ କହେି ମାେତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।
ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।
ତୁମ୍ଭେ ଯେପରି ଶକ୍ସ୍ଟଣିଅଛ, ସପରେି ଅନ୍ୟ କୌଣସି ଦେଶୀଯ ଲୋକ ପରମେଶ୍ବରଙ୍କର କଥା ଅଗ୍ନି ମଧ୍ଯରକ୍ସ୍ଟ କହିବାର ଶକ୍ସ୍ଟଣି ବଞ୍ଚିଲେ?
ସହେି ସ୍ଥାନ ରେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ପରିବାର ସଦସ୍ଯଗଣ ସଦାପ୍ରଭୁଙ୍କ ଉପସ୍ଥିତ ରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାଲ୍ଗି ହାଇେଛି ସେଥି ରେ ଆନନ୍ଦିତ ହକ୍ସ୍ଟଅ, ଯେ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଶୀର୍ବାଦ କରିଛନ୍ତି।
ତା'ପରେ ବଞ୍ଚି ରହିୟାଇଥିବା ବ୍ଯକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜଯୀ ହେଲେ, ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜଯୀ ହେଲେ।
ମ ନୋହ ତାଙ୍କ ସ୍ତ୍ରୀଙ୍କକ୍ସ୍ଟ କହିଲେ, ଆମ୍ଭେ ପରମେଶ୍ବରଙ୍କର ଦର୍ଶନ ପାଇଲକ୍ସ୍ଟ। ଆମ୍ଭେ ନିଶ୍ଚିତ ମରିବା!
ତହୁଁ ଈଷବଲେ ଆହାବ୍ଙ୍କ ନାମ ରେ ପତ୍ର ଲେଖି ତାଙ୍କର ମାହେର ମାରି ନାବୋତ ନଗରସ୍ଥ ଓ ତାହାର ପ୍ରାଚୀନଗଣଙ୍କ ପାଖରୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସହେି ପତ୍ର ପଠାଇଲେ।
ଯିହାୟୋଦାରଦା ନିଜ ସହିତ ସନୋଧ୍ଯକ୍ଷ, ନେତା, ଲୋକମାନଙ୍କର ଶାସକ ଓ ଦେଶର ସମସ୍ତ ଲୋକଙ୍କୁ ନେଲେ। ଏହାପରେ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ମଧ୍ଯରୁ ରାଜାଙ୍କୁ ବାହାର କରି ଆଣିଲେ ଓ ଉପର ଦ୍ବାର ଦଇେ ସମାନେେ ରାଜାଙ୍କ ଗୃହ ମଧିଅରେ ପ୍ରବେଶ କଲେ। ସହେି ସ୍ଥାନ ରେ ସମାନେେ ରାଜାଙ୍କୁ ସିଂହାସନ ରେ ବସାଇଲେ।
ମୁଁ କେଉଁଆଡେ ଗଲି ଓ କ'ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ଯ ୟିହୁଦୀଯମାନଙ୍କୁ, ଯାଜକମାନଙ୍କୁ, ମୁଖ୍ଯମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି।
ସଦାପ୍ରଭୁ ତୁମ୍ଭେ ମାରେ ଚତୁପାଶର୍ବରେ ଅଛ, ମାେ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମାେ ଉପରେ ରଖିଥାଅ।
ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।
ସମାନଙ୍କେର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସମାନେେ ଜଳାଶଯ ନିକଟକୁ ୟାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ଯପାତ୍ର ଘନେି ଫରେି ଆସନ୍ତି। ସମାନେେ ଲଜ୍ଜିତ ଓ ଘବରା ହାଇେ ଆପଣା ଆପଣା ମସ୍ତକ ଢ଼ାଙ୍କନ୍ତି।
ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।
ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ଯବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀର ରେ ଅଂଶ ନୁହେଁ କି ?