Home Bibles ଯାତ୍ରା ପୁସ୍ତକ 24:14 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 24:14 · ଓଡ଼ିଆ ବାଇବେଲ

ମାଶାେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭମାନେେ ଯେ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ନିକଟକୁ ଫରେି ନ ଆସିଛୁ ସପେର୍ୟ୍ଯନ୍ତ ତୁମ୍ଭମାନେେ ଏହିଠା ରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସମାନେେ ତାଙ୍କର ନିକଟକୁ ଯିବେ।

Cross references

ଆଦି ପୁସ୍ତକ 22:5

ଏହାପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, ତୁମ୍ଭମାନେେ ଗଧ ସହ ଏହିଠା ରେ ଅପେକ୍ଷା କର। ମୁଁ ମାରେପୁତ୍ରକୁ ନଇେ ସହେି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟପରେ ଆମ୍ଭେ ତୁମ୍ଭ ନିକଟକୁ ଫରେି ଆସିବୁ।

ଯାତ୍ରା ପୁସ୍ତକ 17:10

ୟିହୋଶୂଯ ମାଶାଙ୍କେର କଥାମାନି ତା'ପର ଦିନ ଅମାଲକେୀଯମାନଙ୍କ ସହ ୟୁଦ୍ଧ ପାଇଁ ଗଲେ। ସହେି ସମୟରେ ମାଶାେ, ହାରୋଣ ଓ ଦୂର ପର୍ବତ ଉପରକୁ ଗଲେ।

ଯାତ୍ରା ପୁସ୍ତକ 17:12

କିଛି ସମୟ ପରେ, ଯେ ହତେୁ ମାଶାଙ୍କେର ହାତ କ୍ଲାନ୍ତ ହାଇଗେଲା ତେଣୁ ସମାନେେ ଏକ ବିରାଟ ପଥର ଖଣ୍ଡ ଆଣି ମାଶାଙ୍କେ ଆଗ ରେ ପକାଇଲେ ସେ ବସିବା ପାଇଁ। ଏହାପରେ ହାରୋଣ ଓ ହୂର ମାଶାଙ୍କେର ହାତକୁ ଉପରକୁ ଟକେି ଧରିଲେ। ହାରୋଣ ଗୋଟିଏ ପାଶର୍‌ବ ରେ ଓ ହୂର ଅନ୍ୟ ଏକ ପାଶର୍‌ବ ରେ ରହିଲା। ସମାନେେ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।

ଯାତ୍ରା ପୁସ୍ତକ 18:25

ପୁଣି ମାଶାେ ସମଗ୍ର ଇଶ୍ରାୟେଲ ମଧ୍ଯରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ର ପତି, ଶତପତି, ପଞ୍ଚାଶତ୍ପତି ଓ ଦଶପତି ରୂପେ ନିୟୁକ୍ତ କଲେ।

ଯାତ୍ରା ପୁସ୍ତକ 32:1

ଲୋକମାନେ ଅନୁଭବ କଲେ ଯେ, ମାଶାେ ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡରେି କଲେ। ତେଣୁ ସମାନେେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସମାନେେ ତାଙ୍କୁ କହିଲେ, ଦେଖ, ମାଶାେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣିପାରିଲୁ ନାହିଁ ତାଙ୍କର କ'ଣ ହାଇେଛି। ଆମ୍ଭମାନଙ୍କୁ ଆଗଇେ ନବୋ ପାଇଁ କେତକେ ଦବେତାଗଣ ନିର୍ମାଣ କର।

ପ୍ରଥମ ଶାମୁୟେଲ 10:8

ମାେ ପୂର୍ବରକ୍ସ୍ଟ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କକ୍ସ୍ଟ ୟିବ। ତା'ପରେ ମୁ ସଠାେକକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକବଳି ରେ ଉତ୍ସର୍ଗ କରିବି। ମୁ ଆସି ତୁମ୍ଭକୁ କଣ କରିବାକୁ ହବେ କହିବା ପର୍ୟ୍ଯନ୍ତ, ତୁମ୍ଭେ ସଠାେରେ ସାତଦିନ ଅପେକ୍ଷା କରିବାକୁ ହବେ।

ପ୍ରଥମ ଶାମୁୟେଲ 13:8

ଶାମକ୍ସ୍ଟଯଲେ କହିଲେ ସେ ଗିଲ୍ଗଲ ରେ ଶାଉଲଙ୍କ ଦଖାେ କରିବାକୁ ଆସିପାରନ୍ତି। ଶାଉଲ ସଠାେରେ ସାତଦିନ ଅପେକ୍ଷା କଲେ କିନ୍ତୁ ଶାମକ୍ସ୍ଟଯଲେ ଗିଲ୍ଗଲ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରକ୍ସ୍ଟ ଧି ରେ ଧି ରେ ବିଦାଯନବୋ ଆରମ୍ଭ କଲେ।

Interlinear

Choose Theme