ଏହାପରେ ମାଶାେ ପର୍ବତ ଉପରକୁ ଚଢି଼ଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
Cross references
ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ନିବିଡ ମେଘ ରେ ତୁମ୍ଭ ନକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣିପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ବାସ ରଖିବେ। ତୁମ୍ଭେ ସମାନଙ୍କେୁ ଯାହା କହିବ ସମାନେେ ତାହା ବିଶ୍ବାସ କରିବେ।
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।
ଏହାପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମାଶାଙ୍କେୁ ପର୍ବତ ଉପରକୁ ଡାକିଲେ। ତେଣୁ ମାଶାେ ପର୍ବତ ଉପରକୁ ଚଢି଼ଲେ।
ଏହାପରେ ଶଲୋମନ କହିଲେ, ସଦାପ୍ରଭୁ ସେ ଗାଢ଼ ମେଘ ମଧିଅରେ ବାସ କରିବେ।
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।