Home Bibles ଯାତ୍ରା ପୁସ୍ତକ 24:6 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 24:6 · ଓଡ଼ିଆ ବାଇବେଲ

ମାଶାେ ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ର ରେ ରଖିଲେ ଏବଂ ଆଉ ଅର୍ଦ୍ଧକେ ରକ୍ତ ବଦେୀ ଉପରେ ଢାଳିଲେ।

Cross references

ଯାତ୍ରା ପୁସ୍ତକ 12:7

ତୁମ୍ଭମାନେେ ସହେି ପଶୁର ରକ୍ତ ନଇେ ତୁମ୍ଭେ ଯେଉଁ ଘ ରେ ମଷେ ଖାଉଥିବ, ସହେି ଫାଟକର ଦ୍ବାରବନ୍ଧର ଉପର ଓ ବାଜୁବନ୍ଧ ପାଖ ରେ ସହେି ରକ୍ତ ଲଗାଇବ।

ଯାତ୍ରା ପୁସ୍ତକ 12:22

ବିଡାଏ ଏସୋବ୍ ନଇେ ପାତ୍ର ରେ ଥିବା ରକ୍ତ ରେ ବୁଡାଇ ଦ୍ବାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ୟାଏ ତୁମ୍ଭମାନଙ୍କର କହେିଗୃହ ଦ୍ବାର ରେ ବାହାରକୁ ନଯାଉ।

ଯାତ୍ରା ପୁସ୍ତକ 24:8

ଏହାପରେ ମାଶାେ ସହେି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହାଇେଥିବା ନିଯମର ରକ୍ତ।

ଯାତ୍ରା ପୁସ୍ତକ 29:16

ସହେି ଅଣ୍ଡିରା ମଷେକୁ ହତ୍ଯା କର ଓ ତା'ର ରକ୍ତ ସଂଗ୍ରହ କର। ସହେି ରକ୍ତକୁ ୟଜ୍ଞବଦେୀର ଚାରିକାନ୍ଥ ରେ ଛିଞ୍ଚି ଦିଅ।

ଯାତ୍ରା ପୁସ୍ତକ 29:20

ସହେି ଅଣ୍ଡିରା ମଷେକୁ ହତ୍ଯାକର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସହେି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତ ରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତର ଲଗାଅ। ସମାନଙ୍କେର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ୟଜ୍ଞବଦେୀର ଚାହିଆଡେ ରକ୍ତ ଛିଞ୍ଚ।

ଲେବୀୟ ପୁସ୍ତକ 1:5

ତା'ପରେ ସେ ଗୋଟିଏ ୟୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ ତମ୍ବୁର ଦ୍ବାର ନିକଟସ୍ଥ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

ଲେବୀୟ ପୁସ୍ତକ 1:11

ପୁଣି ସେ ୟଜ୍ଞବଦେୀର ଉତ୍ତର ପାଶର୍‌ବ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ତାହାର ରକ୍ତ ସିଞ୍ଚନ କରିବେ।

ଲେବୀୟ ପୁସ୍ତକ 3:2

ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।

ଲେବୀୟ ପୁସ୍ତକ 3:8

ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

ଲେବୀୟ ପୁସ୍ତକ 4:6

ତା'ପରେ ସେ ଯାଜକ ସହେି ରକ୍ତ ରେ ନିଜର ଆଙ୍ଗୁଠି ବୁଡାଇ ସଦାପ୍ରଭୁଙ୍କ ଛାମୁ ରେ ମହାପବିତ୍ର ସ୍ଥାନର ବିଚ୍ଛଦେ ବସ୍ତ୍ର ଆଗ ରେ ସାତ ଥର ଛିଞ୍ଚିବ।

କଲସୀୟଙ୍କ ପ୍ରତି ପତ୍ର 1:20

ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।

ଏବ୍ରୀ 9:18

ପରମେଶ୍ବର ଓ ଲୋକଙ୍କ ମଧିଅରେ ହାଇେଥିବା ପ୍ରଥମ ନିୟମ ଠିକ୍ ସହେିଭଳି। ପ୍ରଥମ ନିୟମ ମଧ୍ଯ ରକ୍ତଦ୍ବାରା କାର୍ୟ୍ଯକାରୀ ହାଇେଥିଲା।

ଏବ୍ରୀ 12:24

ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।

ପିତରଙ୍କ ପ୍ରଥମ ପତ୍ 1:2

ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।

ପିତରଙ୍କ ପ୍ରଥମ ପତ୍ 1:19

ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

Interlinear

Choose Theme