ଯାତ୍ରା ପୁସ୍ତକ 25:11 · ଓଡ଼ିଆ ବାଇବେଲ
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣ ରେ ତାହା ମଡାଇବ। ତା'ର ଭିତର ପଟ ଓ ବାହାର ପଟେ ରେ ମଧ୍ଯ ମଡାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗ ରେ ସୁବର୍ଣ୍ଣର କନ୍ଥ କରିବ।
Cross references
ଯାତ୍ରା ପୁସ୍ତକ 25:24
ଏହି ମଜେକୁ ଖାଣ୍ଟି ସୁବର୍ଣ୍ଣ ରେ ଆଚ୍ଛାଦନ କର ଏବଂ ତା'ର ଚତୁର୍ଦ୍ଦିଗ ରେ ଏକ ସୁବର୍ଣ୍ଣର ଛାଞ୍ଚ ଦିଅ।
ଯାତ୍ରା ପୁସ୍ତକ 28:23
ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ।
ଯାତ୍ରା ପୁସ୍ତକ 30:3
ଏହି ବଦେୀର ଉପର ଏବଂ ଚତୁଃପାଶର୍ବକୁ ନିର୍ମଳ ସୁନା ରେ ଆଚ୍ଛାଦନ କର ଏବଂ ଚାରିଆଡେ ସୁନା କାନ୍ଥ ଦବେ।
ପ୍ରଥମ ରାଜାବଳୀ 6:20
ଏହି ଗର୍ଭାଗାରଟି କୋଡିଏ ହାତ ଦୀର୍ଘ, କୋଡିଏ ହାତ ଚଉଡା ଓ କୋଡିଏ ହାତ ଉଚ୍ଚ ଥିଲା।
ଦିତୀୟ ବଂଶାବଳୀ 3:4
ମନ୍ଦିରର ସାମ୍ନା ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସାମ୍ନା ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ରେ ଢାଙ୍କି ଥିଲେ।