Home Bibles ଯାତ୍ରା ପୁସ୍ତକ 25:13 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 25:13 · ଓଡ଼ିଆ ବାଇବେଲ

ଏହାକୁ ବହିବା ପାଇଁ ସାଙ୍ଗୀ ତିଆରୀ କର ଓ ସୁବର୍ଣ୍ଣ ରେ ମଣ୍ଡିତ କର।

Cross references

ଯାତ୍ରା ପୁସ୍ତକ 25:28

ମଜେକୁ ବୋହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣ ମଡାଇ ଦିଅ।

ଯାତ୍ରା ପୁସ୍ତକ 27:6

ୟଜ୍ଞବଦେୀର ଖମ୍ବ ଶିଟୀମ୍ କାଠ ରେ ନିର୍ମାଣ କରି ସେଥି ରେ ପିତ୍ତଳ ଆଚ୍ଛାଦନ କର।

ଯାତ୍ରା ପୁସ୍ତକ 30:5

ଏହି ସାଙ୍ଗୀ ମଧ୍ଯ ଶିଟୀମ୍ କାଠ ରେ ତିଆରି କରିବ। ଏହି ସାଙ୍ଗୀଗୁଡିକ ସୁବର୍ଣ୍ଣ ରେ ଛାଉଣୀ କରାୟିବ।

ଯାତ୍ରା ପୁସ୍ତକ 37:4

ସେ ସହେି ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣର ଛାଉଣୀ ଦଇେଥିଲେ।

ଯାତ୍ରା ପୁସ୍ତକ 40:20

ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।

ଗଣନା ପୁସ୍ତକ 4:6

ସମାନେେ ପୁନର୍ବାର ତାହାକୁ ଶିଶୁକ ଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦବେେ, ତା'ପରେ ସମାନେେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗି ଲଗାଇବେ।

ଗଣନା ପୁସ୍ତକ 4:8

ତା'ପରେ ସେ ସମସ୍ତ ଉପରେ ସମାନେେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମ ରେ ଆଚ୍ଛାଦନ କରିବେ। ତା'ପରେ ସମାନେେ ସହେି ସାଙ୍ଗି କଡା ଭିତ ରେ ପୁରାଇବେ।

ଗଣନା ପୁସ୍ତକ 4:11

ପୁଣି ସମାନେେ ସ୍ବର୍ଣ୍ଣମଯ ବଦେି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମ ରେ ଢାଙ୍କିବେ ଏବଂ କଡା ମଧିଅରେ ସାଙ୍ଗୀ ପୁରାଇବେ।

ଗଣନା ପୁସ୍ତକ 4:14

ଆଉ ତା'ଉପରେ ସମାନେେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ୟଜ୍ଞବଦେୀ ରେ ସବୋର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସମାନେେ ତାଉପରେ ଶିଶୁକଚର୍ମର ଆଚ୍ଛାଦନ ଦବେେ ଏବଂ କଡା ମଧିଅରେ ସାଙ୍ଗି ଲଗାଇବେ।

ପ୍ରଥମ ବଂଶାବଳୀ 15:15

ମାଶାେ ଯେଉଁପରି ଆଦେଶ ଦଇେଥିଲେ, ସହେିପରି ଭାବରେ ନିଯମସିନ୍ଦୁକକୁ ବହି ନଇୟିବୋ ନିମନ୍ତେ ଲବେୀୟମାନେ ବିଶଷେ କାଷ୍ଠଦଣ୍ଡର ବ୍ଯବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସହେିପରି ସମାନେେ ନିଯମସିନ୍ଦୁକକୁ ବହି ନେଲେ।

Interlinear

Choose Theme