Home Bibles ଯାତ୍ରା ପୁସ୍ତକ 25:23 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 25:23 · ଓଡ଼ିଆ ବାଇବେଲ

ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

Cross references

ଯାତ୍ରା ପୁସ୍ତକ 31:8

ମଜେ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,

ଯାତ୍ରା ପୁସ୍ତକ 37:10

ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।

ଯାତ୍ରା ପୁସ୍ତକ 40:22

ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।

ଲେବୀୟ ପୁସ୍ତକ 24:6

ସୁବର୍ଣ୍ଣ ମଜେ ଉପରେ ପ୍ରତି ଧାଡି ରେ ଛଅ ଛଅ କରି ଦୁଇ ଧାଡି ରେ ସହେିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ରଖିବ।

ଗଣନା ପୁସ୍ତକ 3:31

ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।

ଗଣନା ପୁସ୍ତକ 4:8

ତା'ପରେ ସେ ସମସ୍ତ ଉପରେ ସମାନେେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମ ରେ ଆଚ୍ଛାଦନ କରିବେ। ତା'ପରେ ସମାନେେ ସହେି ସାଙ୍ଗି କଡା ଭିତ ରେ ପୁରାଇବେ।

ପ୍ରଥମ ରାଜାବଳୀ 7:48

ଶଲଲାମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ବହତ ସାମଗ୍ରୀ ସୁବର୍ଣ୍ଣର ପାଇଲଲ। ଏଗୁଡିକ ସଦାପ୍ରଭୁଙ୍କ ମନ୍ଦିର ନିମିତ୍ତ ତିଆରିସହଲା।ସସଗୁଡିକ ଯଥା:

ପ୍ରଥମ ରାଜାବଳୀ 7:49

ସ୍ୱର୍ଣ୍ଣବେଦି, ବିଶେଷ ରୋଟି ରଖିବା ପାଇଁ ସ୍ୱର୍ଣ୍ଣମୟ ମେଜ, ଦକ୍ଷିଣ ପାର୍ଶ୍ୱରେ ପାଞ୍ଚୋଟି ସୁବର୍ଣ୍ଣର ଦ୍ୱୀପରୁଖା ଓ ମହାପବିତ୍ର ସ୍ଥାନର ଉତ୍ତର ପାର୍ଶ୍ୱରେ ପାଞ୍ଚୋଟି ଦ୍ୱୀପରୁଖା ସୁବର୍ଣ୍ଣର ଦ୍ୱୀପ,

ପ୍ରଥମ ବଂଶାବଳୀ 28:16

ପବିତ୍ର ରୋଟୀର ମଜେ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ, ଦାଉଦ ତାହା କହିଲେ। ରେ ୗପ୍ୟ ମଜଗେୁଡ଼ିକ ନିମନ୍ତେ କେତେ ପରିମାଣର ରେ ୗପ୍ୟ ଆବଶ୍ଯକ ହବେ, ଦାଉଦ ଦାହା କହିଲେ।

ଦିତୀୟ ବଂଶାବଳୀ 4:8

ଶଲୋମନ ଦଶଟି ମଜେ ତିଆରି କରି ମନ୍ଦିର ରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାଶର୍‌ବ ରେ ପାଞ୍ଚଟି କରି ମଜେ ରଖାଗଲା। ଆଉ 100ଟି େଛାଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ଯବହାର କଲେ।

ଦିତୀୟ ବଂଶାବଳୀ 4:19

ଶଲୋମନ ପରମେଶ୍ବରଙ୍କ ମନ୍ଦିର ରେ ବ୍ଯବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ବର୍ଣ୍ଣ ୟଜ୍ଞବଦେୀ ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମଜେ ନିର୍ମାଣ କଲେ।

ଯିହିଜିକଲ 40:41

କାନ୍ଥର ଭିତର ପାଖ ରେ ଚାରୋଟି ମଜେ ଓ ବାହାର ପାଖର କାନ୍ଥର ଚା ରୋଟି ମଜେ, ଏହିପରି ଆଠ ମଜେ ଥିଲା। ଏହି ଆଠଟି ମଜେକୁ ଯାଜକମାନେ ବଳିଦାନ ଉତ୍ସର୍ଗ କଲା ବେଳେ ବ୍ଯବହାର କରୁଥିଲେ।

ଏବ୍ରୀ 9:2

ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

Interlinear

Choose Theme