ଯାତ୍ରା ପୁସ୍ତକ 25:27 · ଓଡ଼ିଆ ବାଇବେଲ
ଏହି କଡାଗୁଡିକ ଭିତ ରେ ସାଙ୍ଗୀ ମଜେ ବହନ କରିବ। ଏବଂ ସଗେୁଡିକ ରିମ୍ର ପାଖାପାଖି ରହିବା ଉଚିତ୍।
Cross references
ଯାତ୍ରା ପୁସ୍ତକ 25:14
ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାଶର୍ବସ୍ଥ କଡା ରେ ସହେି ସାଙ୍ଗୀ ପ୍ରବେଶ କରାଇବ।
ଯାତ୍ରା ପୁସ୍ତକ 25:28
ମଜେକୁ ବୋହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣ ମଡାଇ ଦିଅ।