Home Bibles ଯାତ୍ରା ପୁସ୍ତକ 25:28 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 25:28 · ଓଡ଼ିଆ ବାଇବେଲ

ମଜେକୁ ବୋହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣ ମଡାଇ ଦିଅ।

Cross references

ଯାତ୍ରା ପୁସ୍ତକ 25:14

ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାଶର୍‌ବସ୍ଥ କଡା ରେ ସହେି ସାଙ୍ଗୀ ପ୍ରବେଶ କରାଇବ।

ଯାତ୍ରା ପୁସ୍ତକ 25:27

ଏହି କଡାଗୁଡିକ ଭିତ ରେ ସାଙ୍ଗୀ ମଜେ ବହନ କରିବ। ଏବଂ ସଗେୁଡିକ ରିମ୍ର ପାଖାପାଖି ରହିବା ଉଚିତ୍।

ଗଣନା ପୁସ୍ତକ 10:17

ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:15

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।

Interlinear

Choose Theme