Home Bibles ଯାତ୍ରା ପୁସ୍ତକ 25:31 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 25:31 · ଓଡ଼ିଆ ବାଇବେଲ

ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

Cross references

ଯାତ୍ରା ପୁସ୍ତକ 31:8

ମଜେ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,

ଯାତ୍ରା ପୁସ୍ତକ 35:14

ଦୀପ୍ତି ନିମନ୍ତେ ଦୀପରୂଖା, ତହିଁର ପାତ୍ର, ଦୀପ ଓ ଦୀପ ପାଇଁ ତୈଳ,

ଯାତ୍ରା ପୁସ୍ତକ 37:17

ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।

ଯାତ୍ରା ପୁସ୍ତକ 37:22

ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣ ରେ ତିଅରି ହେଲା। ସମସ୍ତ ପିଟା ସୁନା କର୍ମ ରେ ନିର୍ମିତ ହାଇେଥିଲା।

ଯାତ୍ରା ପୁସ୍ତକ 39:37

ଶୁଦ୍ଧ ସୁବର୍ଣ୍ଣର ଦ୍ବୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈ ଆଣିଲେ।

ଯାତ୍ରା ପୁସ୍ତକ 40:24

ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍‌ବ ରେ ଏହାକୁ ରଖିଥିଲେ।

ଗଣନା ପୁସ୍ତକ 4:10

ପୁଣି ସମାନେେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧିଅରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।

ଗଣନା ପୁସ୍ତକ 8:1

ଅନନ୍ତର ମାଶାଙ୍କେୁ ସଦାପ୍ରଭୁ କହିଲେ,

ପ୍ରଥମ ରାଜାବଳୀ 6:18

ସହେି ଗୃହର କାନ୍ଥଗୁଡିକ ଏରସ କାଠର କଳିକା ରେ ଆଚ୍ଛାଦିତ ହେଲା ଓ ପଥର ଦଖାଗେଲାନାହିଁ। ସହେି କାନ୍ଥଗୁଡିକୁ ଆଚ୍ଛାଦନ କରିଥିବା ପଟାଗୁଡିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।

ପ୍ରଥମ ରାଜାବଳୀ 7:24

ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖସର ଏକ ଫନ୍ଦ ଥିଲା। ଫନ୍ଦ ତଲଳ ଦୁଇଧାଡି ପିତ୍ତଳର ଲାଭ ଥିଲା।ସସହି ଲାଭାଗୁଡିକ ଚୌବାଚା ସହିତ ଏକ ଖଣ୍ତ କରି ନିର୍ମାଣ କରାୟାଇ ଥିଲା।

ପ୍ରଥମ ରାଜାବଳୀ 7:49

ସ୍ୱର୍ଣ୍ଣବେଦି, ବିଶେଷ ରୋଟି ରଖିବା ପାଇଁ ସ୍ୱର୍ଣ୍ଣମୟ ମେଜ, ଦକ୍ଷିଣ ପାର୍ଶ୍ୱରେ ପାଞ୍ଚୋଟି ସୁବର୍ଣ୍ଣର ଦ୍ୱୀପରୁଖା ଓ ମହାପବିତ୍ର ସ୍ଥାନର ଉତ୍ତର ପାର୍ଶ୍ୱରେ ପାଞ୍ଚୋଟି ଦ୍ୱୀପରୁଖା ସୁବର୍ଣ୍ଣର ଦ୍ୱୀପ,

ଦିତୀୟ ବଂଶାବଳୀ 4:7

ସମାନଙ୍କେର ନିର୍ଦ୍ଦେଶଗୁଡ଼ିକୁ ଅନୁସରଣ କରି ଶଲୋମନ ସୁନାର ଦଶଟି ବତୀଦଣ୍ଡ ନିର୍ମାଣ କଲେ। ସହେି ବତୀଦଣ୍ଡଗୁଡ଼ିକ ମନ୍ଦିର ରେ ଖଞ୍ଜାଗଲା। ପ୍ରେତ୍ୟକକ ଦକ୍ଷିଣ ଓ ବାମ ପାଶର୍‌ବ ରେ ପାଞ୍ଚଟି ବତୀଦଣ୍ଡ ଖଞ୍ଜା ହେଲା।

ଦିତୀୟ ବଂଶାବଳୀ 13:11

ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।

ଯିଖରିୟ 4:2

ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, ତୁମ୍ଭେ କ'ଣ ଦେଖୁଛ?

ଏବ୍ରୀ 9:2

ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:12

ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:20

ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:5

ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:5

ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।

Interlinear

Choose Theme