ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।
Cross references
ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।
ତୁମ୍ଭେ ସମାନଙ୍କେୁ ଆଣ ଓ ସମାନଙ୍କେୁ ନିଜ ପର୍ବତ ରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।
ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ତାହା ସମାନେେ ଜାଣିବେ। ସମାନଙ୍କେ ମଧିଅରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସମାନଙ୍କେୁ ବାହାର କରି ଆଣିଛୁ, ତାହା ସମାନେେ ଜାଣିବେ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର।
ତେଣୁ ବତ୍ସଲଲେ, ଅହଲୀଯାବ ଏବଂ ପ୍ରେତ୍ୟକକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀଯ କାର୍ୟ୍ଯ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସମାନଙ୍କେୁ ପବିତ୍ର ସ୍ଥାନ ସମ୍ବନ୍ଧୀଯ ସମସ୍ତ କାର୍ୟ୍ଯ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦଇେଥିଲେ।
ତା'ପରେ ସେ ଯାଜକ ସହେି ରକ୍ତ ରେ ନିଜର ଆଙ୍ଗୁଠି ବୁଡାଇ ସଦାପ୍ରଭୁଙ୍କ ଛାମୁ ରେ ମହାପବିତ୍ର ସ୍ଥାନର ବିଚ୍ଛଦେ ବସ୍ତ୍ର ଆଗ ରେ ସାତ ଥର ଛିଞ୍ଚିବ।
ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।
ଆଉ ଜଣେ ମହାୟାଜକ ପରମେଶ୍ବରଙ୍କ ପବିତ୍ରସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ବରଙ୍କ ପବିତ୍ରସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ବରଙ୍କ ଅଭିଷକୋର୍ଥକ ତୈଳ ତାହା ମସ୍ତକରେ ଢଳାୟାଇ ତାଙ୍କୁ ମହାୟାଜକ ପଦ ରେ ଅଭିଷିକ୍ତ କରାୟାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।
ପୁରୁଷ ବା ସ୍ତ୍ରୀ ୟିଏ ହେଉନା କାହିଁକି ଛାଉଣୀର ବାହା ରେ ତୁମ୍ଭେ ସମାନଙ୍କେୁ ରଖିବ। ୟଦ୍ବାରା ଯେଉଁ ଛାଉଣୀ ମଧିଅରେ ଆମ୍ଭେ ବାସ କରୁ, ତାହା ସମାନେେ ଅଶୁଚି କରିବେ ନାହିଁ।
ଇଶ୍ରାୟେଲର ସନ୍ତାନଗଣ ମଧିଅରେ ଆମ୍ଭେ ମନ୍ଦିର ରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପରିତ୍ଯାଗ କରିବା ନାହିାଁ
ବର୍ତ୍ତମାନ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦଯ ଓ ଆତ୍ମାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠା ରେ ଅର୍ପଣ କର ଓ ସେ ଯାହା କହନ୍ତି, ତାହା କର। ସଦାପ୍ରଭୁ ପରମେଶ୍ବରଙ୍କର ପବିତ୍ର ବାସସ୍ଥାନ ନିର୍ମାଣ କର। ସଦାପ୍ରଭୁଙ୍କ ନାମ ନିମନ୍ତେ ମନ୍ଦିର ନିର୍ମାଣ କର। ଏହାପରେ, ନିଯମସିନ୍ଦୁକ ଓ ଅନ୍ଯାନ୍ଯ ପବିତ୍ର ବସ୍ତୁସବୁକୁ ମନ୍ଦିର ମଧ୍ଯକୁ ଆଣ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
ଏବଂ ମୁଁ ସମାନଙ୍କେ ସହିତ ଶାନ୍ତିର ଏକ ଚୁକ୍ତି ସ୍ଥିର କରିବି। ସମାନଙ୍କେ ସହିତ ତାହା ଏକ ଚିରନ୍ତନ ଚୁକ୍ତି ହବେ। ଏବଂ ମୁଁ ସମାନଙ୍କେୁ ବସାଇବି ଓ ବଢ଼ାଇବି। ଆଉ ସମାନଙ୍କେ ମଧିଅରେ ସଦାକାଳ ମୁଁ ଆପଣା ପବିତ୍ରସ୍ଥାନ ସ୍ଥାପନ କରିବି।
ଏବଂ ଅନ୍ୟ ରାଷ୍ଟ୍ରମାନେ ଜାଣିବେ ଯେ ମୁଁ ସଦାପ୍ରଭୁ ଇଶ୍ରାୟେଲକୁ ମାରେବିଶଷେ ଲୋକ କଲେ। କାରଣ ମାରେ ପବିତ୍ରସ୍ଥାନ ସର୍ବଦା ସମାନଙ୍କେ ମଧିଅରେ ରହିବ।'
ଆଉ ସେ ମାେତେ ମନ୍ଦିର ମଧ୍ଯରୁ କହିଲେ, ହେ ମନୁଷ୍ଯ ପୁତ୍ର ଏହା ମାରେ ସିଂହାସନର ସ୍ଥାନ ଓ ମାରେ ପାଦପୀଠର ସ୍ଥାନ। ମୁଁ ଇଶ୍ରାୟେଲ ପରିବାର ମଧିଅରେ ସଦାକାଳ ବାସ କରିବି। ଆଉ ଇଶ୍ରାୟେଲର ଲୋକମାନେ ଏବଂ ସମାନଙ୍କେ ରାଜାଗଣ ସମାନଙ୍କେର ଶାରୀରିକ ପାପସବୁ ସହିତ ଏହି ସ୍ଥାନ ରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦବୋଦ୍ବାରା ଏହି ସ୍ଥାନକୁ ମାରେ ପବିତ୍ର ନାମକୁ ଅପମାନିତ କରିବେ ନାହିଁ।