Home Bibles ଯାତ୍ରା ପୁସ୍ତକ 26:10 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:10 · ଓଡ଼ିଆ ବାଇବେଲ

ୟୋଡ ସ୍ଥାନ ରେ ପ୍ରଥମ ଅନ୍ୟ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ଦ୍ବିତୀୟ କପଡା ବିଭାଗର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କରିବ।

Cross references

ଯାତ୍ରା ପୁସ୍ତକ 26:4

ଉଭୟ ପ୍ରକାର ପରଦାଗୁଡିକର ଧଡି ଝାଲରେି କାର୍ୟ୍ଯ ପାଇଁ ନୀଳ ବସ୍ତ୍ର ବ୍ଯବହାର କର।

ଯାତ୍ରା ପୁସ୍ତକ 36:12

ସମାନେେ ପ୍ରଥମ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା ଓ ୟୋଡା ସ୍ଥାନ ରେ ଦ୍ବିତୀୟ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରୋ କଲେ। ସହେି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।

Interlinear

Choose Theme