ଯାତ୍ରା ପୁସ୍ତକ 26:11 · ଓଡ଼ିଆ ବାଇବେଲ
ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।
Cross references
ଯାତ୍ରା ପୁସ୍ତକ 26:3
ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।
ଯାତ୍ରା ପୁସ୍ତକ 26:6
ଏକ ବଡ ତମ୍ବୁ କରିବା ପାଇଁ ଏହାପରେ ପଚାଶଟି ସ୍ବର୍ଣ୍ଣକପଡା ରେ ପରଦାଗୁଡିକ ୟୋଡିବ।