Home Bibles ଯାତ୍ରା ପୁସ୍ତକ 26:13 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:13 · ଓଡ଼ିଆ ବାଇବେଲ

ଆଉ ତମ୍ବୁ କପଡାର ଦୀର୍ଘତାର ଯେଉଁ ଅଂଶ ଏପାଖ ରେ ଏକ ହସ୍ତ ଓ ସପୋଖ ରେ ଏକ ହସ୍ତ ଅତିରିକ୍ତ ରହିବ। ତାହା ପବିତ୍ର ତମ୍ବୁର ଏପାଶର୍‌ବ- ସପୋଶର୍‌ବ ରେ ଆଚ୍ଛାଦାନାର୍ଥେ ଝୁଲିବ।

Cross references

ଯାତ୍ରା ପୁସ୍ତକ 26:2

ପ୍ରେତ୍ୟକକ କପଡା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହବେ। ପ୍ରେତ୍ୟକକ କପଡା ଅଠଇେଶ ହାତ ଲମ୍ବ ଚାରିହାତ ପ୍ରସ୍ଥ ହବେ।

ଯାତ୍ରା ପୁସ୍ତକ 26:8

ଏହି ଏଗାର ଖଣ୍ଡ କପଡା ଏକ ପ୍ରକାର ଆକାର ବିଶିଷ୍ଟ ହବୋ ଉଚିତ୍। ଏହାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ହବୋ ଉଚିତ୍।

Interlinear

Choose Theme