Home Bibles ଯାତ୍ରା ପୁସ୍ତକ 26:25 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:25 · ଓଡ଼ିଆ ବାଇବେଲ

ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମାଟେ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରେ ୗପ୍ୟ ଆଧାର ହବେ, ଦୁଇଟି ଆଧାର ପ୍ରେତ୍ୟକକ ତକ୍ତା ତଳେ।

Cross references

ଯାତ୍ରା ପୁସ୍ତକ 26:19

ସହେି କୋଡିଏ ତକ୍ତା ତଳେ ରଖିବା ପାଇଁ ଚାଳିଶ ରୂପାର ଆଧାର କର। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।

ଯାତ୍ରା ପୁସ୍ତକ 36:30

ସହେି ପବିତ୍ର ତମ୍ବୁର ପଶ୍ଚିମ ପଟ ରେ ମାଟେ ଆଠଟି ତକ୍ତା ରହିଲା। ଏବଂ ଷୋଳଟି ରୂପାର ଆଧାର ଥିଲା। ପ୍ରେତ୍ୟକକ ତକ୍ତା ପାଇଁ ଦୁଇଟି ଆଧାର।

ଯାତ୍ରା ପୁସ୍ତକ 38:27

ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।

Interlinear

Choose Theme