Home Bibles ☰ Books ଯାତ୍ରା ପୁସ୍ତକ 26:32 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:32 · ଓଡ଼ିଆ ବାଇବେଲ

ତୁମ୍ଭେ ସହେି ପରଦାକୁ ଶିଟୀମ୍ କାଠର ଚାରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କୁଡା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ଯବହାର କର।

Cross references

ଯାତ୍ରା ପୁସ୍ତକ 26:37

ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

ଯାତ୍ରା ପୁସ୍ତକ 36:38

ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।

ଏଷ୍ଟର ବିବରଣ 1:6

ସଠାେରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସହେି ପରଦାଗୁଡିକ ନାଇଲନ୍ ରେ ତିଆରି ରଜ୍ଜୁ ଓ ବାଇଗଣ ରଂଗର ରେ ୗପ୍ୟମଯ କଡା ରେ ମାର୍ବଲ ସ୍ତମ୍ଭ ରେ ବନ୍ଧା ଥିଲା। ଏବଂ ଚଟାଣ ଉପରେ ମଧ୍ଯ ଯାହାକି ବିଭିନ୍ନ ପ୍ରକାର ରଂଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥର ରେ ନିର୍ମିତ ହାଇେଥିଲା। ସଠାେରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।

Interlinear

Choose Theme