Home Bibles ଯାତ୍ରା ପୁସ୍ତକ 26:34 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:34 · ଓଡ଼ିଆ ବାଇବେଲ

ତୁମ୍ଭେ ନିଯମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତ ରେ ରଖିବ।

Cross references

ଯାତ୍ରା ପୁସ୍ତକ 25:21

ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।

ଯାତ୍ରା ପୁସ୍ତକ 40:20

ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।

ଏବ୍ରୀ 9:5

ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

Interlinear

Choose Theme