ପବିତ୍ର ତମ୍ବୁର ଦ୍ବାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୁମ୍ର ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତା ରେ ବୁଣାୟିବା ଉଚିତ୍।
Cross references
ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ରେ ଏକ ପରଦା ପ୍ରସ୍ତୁତ କରିବ। ସେଥି ରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।
ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।
ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା
ତହିଁର ତମ୍ବୁ ଓ ଛାତ, ଘୁଣ୍ଡି, ପଟା ଓ ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
ଧୂପବଦେୀ, ତାରସାଙ୍ଗୀ, ଅଭିଷକୋର୍ଥକ ତୈଳ, ସୁଗନ୍ଧିଧୂପ, ପବିତ୍ର ତମ୍ବୁ ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର।
ସମାନେେ ତମ୍ବୁ ପ୍ରବେଶ ଦ୍ବାର ନିମନ୍ତେ ନୀଳ, ଧୁମ୍ର ସିନ୍ଦୁର ବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।
ଏହାପରେ ସମାନେେ ମାଶାଙ୍କେୁ ପବିତ୍ର ତମ୍ବୁ ଦଖାଇେଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।
ନିଯମ-ସିନ୍ଦୁକ ସମ୍ମୁଖ ରେ ସୁବର୍ଣ୍ଣର ଧୂପବଦେି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ।
ଏହାପରେ ମାଶାେ ପବିତ୍ର ତମ୍ବୁର ପ୍ରବେଶପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ।
ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।
ଯେଉଁଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସହେିଦିନ ମେଘ ନିଯମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ଯା ସମୟରୁ ପ୍ରଭାତ ପର୍ୟ୍ଯନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ଯ ଦଖାଗେଲା।
ମୁ ଇଶ୍ରାୟେଲୀୟ ସନ୍ତାନଗଣକକ୍ସ୍ଟ ମିଶରରକ୍ସ୍ଟ ବାହାର କରିଆଣିବାଠାରକ୍ସ୍ଟ ଆଜି ପର୍ୟ୍ଯନ୍ତ କୌଣସି ଗୃହ ରେ ବାସ କରି ନାହିଁ। ମାତ୍ର ମୁ ଏକ ତମ୍ବୁ ମଧିଅରେ ୟାତାଯତ କଲି।
ପରମେଶ୍ବର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ଯାଗ କଲେ। ସହେି ତମ୍ବୁରେ ପରମେଶ୍ବର ମନୁଷ୍ଯମାନଙ୍କ ମଧ୍ୟରେ ରହୁଥିଲେ।
ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।