Home Bibles ଯାତ୍ରା ପୁସ୍ତକ 26:37 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:37 · ଓଡ଼ିଆ ବାଇବେଲ

ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Cross references

ଯାତ୍ରା ପୁସ୍ତକ 36:38

ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।

ଯାତ୍ରା ପୁସ୍ତକ 38:30

ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।

Interlinear

Choose Theme