Home Bibles ଯାତ୍ରା ପୁସ୍ତକ 26:7 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 26:7 · ଓଡ଼ିଆ ବାଇବେଲ

ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡାଇ ରହିବ। ତମ୍ବୁଟି କରିବା ପାଇଁ ଛଳେିର ଚମଡା ରେ ନିର୍ମିତ ହାଇେଥିବା ଏଗାରଟି ପରଦା ବ୍ଯବହାର କର।

Cross references

ଯାତ୍ରା ପୁସ୍ତକ 25:4

ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋକ,

ଯାତ୍ରା ପୁସ୍ତକ 26:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।

ଯାତ୍ରା ପୁସ୍ତକ 26:9

ପାଞ୍ଚଖଣ୍ଡ କପଡା ଏକତ୍ର କରି ଗୋଟିଏ ବିଭାଗ କର। ଏହାପରେ ଅନ୍ୟ ଛଅଖଣ୍ଡ କପଡା ୟୋଡି ଆଉ ଏକ ବିଭାଗ କର। ତମ୍ବୁ ସାମନା ରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡାଟିକୁ ଭାଙ୍ଗ କର।

ଯାତ୍ରା ପୁସ୍ତକ 26:12

ସହେି ତମ୍ବୁ କପଡା ରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧକେ କପଡା ଅତିରିକ୍ତ ଥିବ, ତାହା ପବିତ୍ର ତମୁ୍ବର ପଛ ପାଖ ରେ ଏହଳି ରହିବ।

ଯାତ୍ରା ପୁସ୍ତକ 26:14

ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 35:6

ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୁର ବର୍ଣ୍ଣ, ଶୂଭ୍ର ବର୍ଣ୍ଣ, କ୍ଷୋମସୂତ୍ର ଓ ଛାଗଲୋମ,

ଯାତ୍ରା ପୁସ୍ତକ 35:23

ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ସିନ୍ଦରୁ ବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର, ସମାନେେ ତାହା ଆଣିଲେ। ସମାନେେ ମଧ୍ଯ ଛାଗ ଲୋମ, ଲାଲ ରଂଗ ରେ ରଂଜିତ ମଷଚେର୍ମ ଏବଂ ସୂକ୍ଷ୍ମ ଚମଡା ଆଣିଲେ।

ଯାତ୍ରା ପୁସ୍ତକ 35:26

ନିପୂଣା ସ୍ତ୍ରୀଲୋକମାନେ ସ୍ବଇଚ୍ଛା ରେ ଛାଗ ଲୋମ ରେ ସୂତା କାଟିଲେ।

ଯାତ୍ରା ପୁସ୍ତକ 36:14

ଏହାପରେ ସହେି ଶିଳ୍ପୀଗଣ ସହେି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ୟବନିକା ପ୍ରସ୍ତୁତ କଲେ।

ଗଣନା ପୁସ୍ତକ 4:25

ସମାନେେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ ତମ୍ବୁର ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।

ଗଣନା ପୁସ୍ତକ 31:20

ତୁମ୍ଭମାନେେ ୟାବତୀଯ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛଳେି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।

ଗୀତସଂହିତା 45:13

ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।

ଯିଶାଇୟ 4:5

ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।

ପିତରଙ୍କ ପ୍ରଥମ ପତ୍ 3:4

ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।

ପିତରଙ୍କ ପ୍ରଥମ ପତ୍ 5:5

ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।

Interlinear

Choose Theme