ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।
Cross references
ଏହାପରେ ମାଶାେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ମାଶାେ ଏହାର ନାମ ଦେଲେ, ୟି ହାବୋ-ନିଃଷି ସଦାପ୍ରଭୁ ମାରେ ଧ୍ବଜା ରଖିଲେ।
ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।
ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।
ହାମବେଳି ବଦେୀ ଓ ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି,
ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।
କଂସାର ୟଜ୍ଞବଦେୀ, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର।
ଆଉ ସମାଗମ ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖ ରେ ହାମବେଳି ରଖିବ।
ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ।
ମାଶାେ ପବିତ୍ର ତମ୍ବୁର ସମ୍ମୁଖ ରେ ବଳିଦାନ ପାଇଁ ୟଜ୍ଞବଦେୀ ରଖିଲେ ଏବଂ ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବ ଆଜ୍ଞାନୁସା ରେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ।
ଆଉ ତା'ଉପରେ ସମାନେେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ୟଜ୍ଞବଦେୀ ରେ ସବୋର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସମାନେେ ତାଉପରେ ଶିଶୁକଚର୍ମର ଆଚ୍ଛାଦନ ଦବେେ ଏବଂ କଡା ମଧିଅରେ ସାଙ୍ଗି ଲଗାଇବେ।
ସହେିଦିନ ଗାଦ ଦାଉଦଙ୍କ ନିକଟକକ୍ସ୍ଟ ୟାଇ ତାହାଙ୍କକ୍ସ୍ଟ କହିଲା, ୟାଅ, ୟିବୂଷୀଯ ଅରୌଣାର ଶସ୍ଯ ମର୍ଦ୍ଦନ ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କର।
ଶଲୋମନ ଏକ ୟଜ୍ଞବଦେୀ ନିର୍ମାଣ ନିମନ୍ତେ ପିତ୍ତଳ ବ୍ଯବହାର କଲେ। ସହେି ପିତ୍ତଳର ବଦେୀଟି କୋଡ଼ିଏ ହାତ ଲମ୍ବା କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।
ୟୋଷାଦକର ପୁତ୍ର ଯଶୂେଯ ଓ ତାର ଯାଜକ ଭାତୃଗଣ, ଶେଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ତାର ଭାତୃଗଣ ମିଶି ପରମେଶ୍ବରଙ୍କ ଲୋକ ମାଶାଙ୍କେର ବ୍ଯବସ୍ଥାର ଲିଖନ ଅନୁସାରେ ହାମବେଳି ଉତ୍ସର୍ଗ କରିବା ପାଇଁ ଇଶ୍ରାୟେଲର ପରମେଶ୍ବରଙ୍କ ୟଜ୍ଞବଦେୀ ନିର୍ମାଣ କଲେ।
ଦୀର୍ଘ ହାତର ମାପ ବ୍ଯବହାର କରି ଏଗୁଡ଼ିକ ୟଜ୍ଞବଦେୀର ମାପ। ପ୍ରତିହାତ ଏକ ହାତ ଚାରି ଅଙ୍ଗୁଳି ପରିମାଣ ବଦେୀର ମୂଳ ଏକ ହାତ ଗଭୀର ଓ ପ୍ରସ୍ଥ ଏକ ହାତ। ଆଉ ଚତୁର୍ଦ୍ଦିଗ ରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହବେ। ଏହା ୟଜ୍ଞବଦେୀର ଉଚ୍ଚତା ଅଟେ।
ୟଜ୍ଞବଦେୀର ହାମେ ପାଇଁ ସ୍ଥାନ ଚାରିହାତ ଉଚ୍ଚ ହବେ ଏବଂ ଏହାର ଚାରିକୋଣ ଶିଙ୍ଗ ସଦୃଶ ହବେ।
ୟଜ୍ଞବଦେୀର ଅଗ୍ନିସ୍ଥାନର ର୍ଦୈଘ୍ଯ ବାର ହାତ ଓ ପ୍ରସ୍ଥ ବାର ହାତ ଓ ତାହା ସମ୍ପୂର୍ଣ୍ଣ ବର୍ଗାକାର।
ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ328 ରେ ସବୋ କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।