ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।
Cross references
ପରମେଶ୍ବର ସହେି ଆଲୋକର ନାମ ଦେଲେ ଦିନ ଏବଂ ଅନ୍ଧକାରର ନାମ ଦେଲେ ରାତି।
ପରମେଶ୍ବର ସହେି ତାରଣେ ନାମ ଦେଲେ ଆକାଶ ତା'ପରେ ସଠାେ ରେ ପ୍ରଭାତ ଏବଂ ସଠାେରେ ସୁର୍ୟ୍ଯାସ୍ତ ହେଲା। ଏବଂ ଏହା ଦି୍ବତୀଯ ଦିନ ଥିଲା।
ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।
ସଦାପ୍ରଭୁ ମାଶାଙ୍କେୁ ଆଜ୍ଞା ଦଇେଥିବା ଅନୁସାରେ ହାରୋଣ ଏହାକୁ ନିଯମ-ସିନ୍ଦୁକ ସମ୍ମୁଖ ରେ ରଖିଲେ।
ପରମେଶ୍ବର କହିଲେ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକରେ ରଖିବ।
ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।
ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ରେ ଏକ ପରଦା ପ୍ରସ୍ତୁତ କରିବ। ସେଥି ରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।
ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।
ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।
ଏହା ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ଯ ହାମବେଳି ହବେ। ସହେି ସ୍ଥାନ ରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।
ମୁଁ ସମାଗମ ତମ୍ବୁ ଓ ୟଜ୍ଞବଦେୀ ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଉତ୍ସର୍ଗ କରିବି।
ପୁଣି ସନ୍ଧ୍ଯା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସମାନଙ୍କେର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରେତ୍ୟକକ ଦିନ ଧୂପ ଜଳାଇବ।
ସମାନେେ ସମାନଙ୍କେର ହାତ ଏବଂ ପାଦ ଧୋଇବେ, ଯାହା ଫଳ ରେ ମୃତ୍ଯୁବରଣ କରିବେ ନାହିଁ। ହାରୋଣ ଏବଂ ତାଙ୍କ ବଂଶଧରମାନଙ୍କ ପାଇଁ ଏହି ବ୍ଯବସ୍ଥା ସବୁଦିନ ପାଇଁ ରହିବ।
ତହିଁରୁ କିଛି ଚୁର୍ଣ୍ଣ କରି ଯେଉଁ ସମାଗମ ତମ୍ବୁ ରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧିଅରେ ନିଯମ-ସିନ୍ଦୁକ ମଧିଅରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହବେ।
ତା' ମଧିଅରେ ସାକ୍ଷ ସିନ୍ଦୁକ ରଖି ବିଚ୍ଛଦେ ବସ୍ତ୍ର ଟଙ୍ଗାଇ ସହେି ସିନ୍ଦୁକ ଆଚ୍ଛାଦନ କରିବ।
ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।
ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।
ସମାନେେ ଅଭିଷିକ୍ତ ହେଲାପରେ ସଦାପ୍ରଭୁ ଏହା ସମାନଙ୍କେୁ ଦବୋପାଇଁ ଇଶ୍ରାୟେଲ ଲୋକମାନଙ୍କୁ ଆଦେଶ ଦେଲେ। ପୁରୁଷାନୁକ୍ରମ ରେ ତାହା ସମାନଙ୍କେର ଅଂଶ ହବେ।
ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତବେେଳେ ସମାଗମ ତମ୍ବୁ ରେ ପ୍ରବେଶ କରିବେ ତୁମ୍ଭମାନେେ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବ ନାହିଁ। ଯଦି ତାହା ତୁମ୍ଭମାନେେ କର ତବେେ ତୁମ୍ଭମାନେେ ମରିବ। ଏହି ବ୍ଯବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ୟ୍ଯନ୍ତ ପାଳିତ ହବେ।
ପୁଣି ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ସମାନଙ୍କେର ସମସ୍ତ ପାପ ସକାଶୁ ବର୍ଷ ମଧିଅରେ ଏକଥର ପ୍ରାଯଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହବେ।
ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।
ତୁମ୍ଭମାନେେ ଯେଉଁ ପର୍ୟ୍ଯନ୍ତ ନୂତନ ଶସ୍ଯର ନବୈେଦ୍ଯ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନ ଆଣିଛ ସପେର୍ୟ୍ଯନ୍ତ ତୁମ୍ଭମାନେେ ରୋଟୀ, କି ଭଜା ଶସ୍ଯ କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନ ରେ ଏହା ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ହବେ।
ଠିକ୍ ସହେିଦିନ ତୁମ୍ଭମାନେେ ଏକ ପବିତ୍ର ସଭା ପାଇଁ ଘାଷେଣା କରିବ। ସହେି ଦିନ କୌଣସି ବ୍ଯବସାଯ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।
ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା।
ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।
ତହୁଁ ତୁମ୍ଭେ ଲବେୀୟମାନଙ୍କୁ ସମାଗମ ତମ୍ବୁ ସମ୍ମୁଖ ରେ ଉପସ୍ଥିତ କରାଇବ। ତା'ପରେ ସମସ୍ତ ଇଶ୍ରାୟେଲ ସନ୍ତାନଗଣ ମଣ୍ତଳିକି ଏକତ୍ର କରିବ।
ମାତ୍ର ଲବେୀମାନେ ସମାଗମ ତମ୍ବୁର ସବୋ କରିବେ ଓ ସମାନେେ ଏଥିପାଇଁ ଦାଯୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହବେ। କିନ୍ତୁ ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଦେଶ ଅଧିକାର ପାଇବେ ନାହିଁ।
ଏହା ସମାନଙ୍କେ ପାଳନୀଯ ଅନନ୍ତକାଳୀନ ବାଧି ହବେ। ଆଉ ଯେ କହେି ସହେି ଅ େଶୗଚାର୍ଥକ ଜଳ ସଚେନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେ କହେି ସହେି ଅ େଶୗଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଆଉ ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନ ରେ ଏହି ସବୁ ବିଚାର ବିଧି ଚିରସ୍ଥାଯୀ ହବେ।
ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଯେଉଁ ସ୍ଥାନ ରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରକ୍ସ୍ଟ ଯେତବେେଳେ ଶାମକ୍ସ୍ଟଯଲେ ଶାଇେଥିଲେ,
ଦାଉଦ ସହେିଦିନଠାରକ୍ସ୍ଟ ଏହି ନିଯମ ପ୍ରଚଳନ କଲେ। ଯାହା ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ରେ ଚଳକ୍ସ୍ଟଅଛି।
ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।
ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।
ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2
କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡିକ ଜଳଇେ ରଖ।
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।