ଯାତ୍ରା ପୁସ୍ତକ 27:4 · ଓଡ଼ିଆ ବାଇବେଲ
ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।
Cross references
ଯାତ୍ରା ପୁସ୍ତକ 25:12
ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।
ଯାତ୍ରା ପୁସ୍ତକ 35:16
ନବୈେଦ୍ଯ ଉତ୍ସର୍ଗ ନିମନ୍ତେ ୟଜ୍ଞବଦେୀ ତାର କଂସା ଜାଲି, ସାଙ୍ଗୀ ଓ ତାର ସାମଗ୍ରୀ, ପ୍ରକ୍ଷାଳନ ପାତ୍ର ଏବଂ ତାର ଆଧାର।
ଯାତ୍ରା ପୁସ୍ତକ 38:4
ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।
ଯାତ୍ରା ପୁସ୍ତକ 38:5
ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।