Home Bibles ଯାତ୍ରା ପୁସ୍ତକ 27:5 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 27:5 · ଓଡ଼ିଆ ବାଇବେଲ

ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।

Cross references

ଯାତ୍ରା ପୁସ୍ତକ 38:4

ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।

Interlinear

Choose Theme