Home Bibles ଯାତ୍ରା ପୁସ୍ତକ 27:8 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 27:8 · ଓଡ଼ିଆ ବାଇବେଲ

ତୁମ୍ଭେ ୟଜ୍ଞବଦେୀକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତ ରେ ତୁମ୍ଭକୁ ଯେଉଁ ରୂପେ ଦଖାଇେଥିଲ ସହେିପରି ଭାବରେ ବଦେୀ ନିର୍ମାଣ କରାୟିବା ଉଚିତ୍।

Cross references

ଯାତ୍ରା ପୁସ୍ତକ 25:9

ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର। ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦଖାଇବୋ ସହେି ଅନୁସାରେ ତୁମ୍ଭମାନେେ ସବୁ କରିବ।

ଯାତ୍ରା ପୁସ୍ତକ 25:40

ନିଶ୍ଚିତ ହୁଅ ଯେ, ନିର୍ଦ୍ଦେଶ ମୁତାବକ ଆସବାବ ପତ୍ରଗୁଡିକ ତିଆରି କରୁଛ। ଯାହା କି ମୁଁ ତୁମ୍ଭକୁ ପର୍ବତ ଉପରେ ଦଇେଛି।

ଯାତ୍ରା ପୁସ୍ତକ 26:30

ମୁଁ ପର୍ବତ ଉପରେ ଦଖାଇେଥିବା ଯୋଜନା ଅନୁସାରେ ପବିତ୍ର ତମ୍ବୁଟିକୁ ତିଆରି କର।

ପ୍ରଥମ ବଂଶାବଳୀ 28:11

ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।

ପ୍ରଥମ ବଂଶାବଳୀ 28:19

ଦାଉଦ କହିଲେ, ସଦାପ୍ରଭୁ ମାେତେ ପରିଚାଳନା ଦବୋ ସହିତ ଏହି ସମସ୍ତ ଯୋଜନା ଲିଖିତ ହାଇେଅଛି। ସଦାପ୍ରଭୁ ମାେତେ ଏହି ଯୋଜନା ରେ ଲିଖିତ ସମସ୍ତ ବିଷଯ ବୁଝିବା ରେ ସାହାୟ୍ଯ କରିଅଛନ୍ତି।

ମାଥିଉଲିଖିତ ସୁସମାଚାର 15:9

ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13

କଲସୀୟଙ୍କ ପ୍ରତି ପତ୍ର 2:20

ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :

ଏବ୍ରୀ 8:5

ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତ ରେ ସ୍ବର୍ଗ ରେ ଥିବା କାମଗୁଡ଼ିକର ଛାଯା ଓ ନମୁନା ମାତ୍ର। ସେଥିପାଇଁ ମାଶାେ ତମ୍ମୁ312 ନିର୍ମାଣ କରିବାକୁ ଗଲା ବେଳେ ପରମେଶ୍ବର ତାହାଙ୍କୁ ଚତାବେନୀ ଦଇେ କହିଥିଲେ : ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦଖାଇେ ଥିଲି, ତଦନୁସା ରେ ସମସ୍ତ ନିର୍ମାଣ କର।313

Interlinear

Choose Theme