Home Bibles ଯାତ୍ରା ପୁସ୍ତକ 28:1 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 28:1 · ଓଡ଼ିଆ ବାଇବେଲ

ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।

Cross references

ଯାତ୍ରା ପୁସ୍ତକ 6:23

ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।

ଯାତ୍ରା ପୁସ୍ତକ 24:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭମାନେେ ଦୂରରୁ ମାେତେ ଉପାସନା କରିବ।

ଯାତ୍ରା ପୁସ୍ତକ 24:9

ମାଶାେ, ହାରୋଣ, ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରଚୀନବର୍ଗ ପର୍ବତ ଆରୋହଣ କଲେ।

ଯାତ୍ରା ପୁସ୍ତକ 28:41

ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।

ଯାତ୍ରା ପୁସ୍ତକ 29:1

ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ।

ଯାତ୍ରା ପୁସ୍ତକ 29:9

ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।

ଯାତ୍ରା ପୁସ୍ତକ 29:44

ମୁଁ ସମାଗମ ତମ୍ବୁ ଓ ୟଜ୍ଞବଦେୀ ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଉତ୍ସର୍ଗ କରିବି।

ଯାତ୍ରା ପୁସ୍ତକ 30:30

ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥି ରେ ସମାନେେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷକେ କରି ପବିତ୍ର କରିବେ।

ଯାତ୍ରା ପୁସ୍ତକ 31:10

ଯାଜକ ହାରୋଣ ନିମନ୍ତେ ବିଶଷେ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାୟାଇଛି,

ଯାତ୍ରା ପୁସ୍ତକ 35:19

ପବିତ୍ର ସ୍ଥାନର ସବୋ ନିମନ୍ତେ ସୁଶାେଭିତ ବୁଣା ବସ୍ତ୍ର, ଏହିସବୁ ବିଶଷେ ବସ୍ତ୍ରଗୁଡିକ ଯାଜକ ହାରୋଣଙ୍କୁ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତବେେଳେ ସମାନେେ ଯାଜକ ରୂପେ ସବୋ କରନ୍ତି।

ଲେବୀୟ ପୁସ୍ତକ 7:35

ସମାନେେ ସଦାପ୍ରଭୁଙ୍କର ଯାଜକରୂପେ ସବୋ କରିବାକୁ ଉପସ୍ଥିତ ହେଲାପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।

ଲେବୀୟ ପୁସ୍ତକ 8:1

ସଦାପ୍ରଭୁ ମାଶାଙ୍କେୁ କହିଲେ,

ଲେବୀୟ ପୁସ୍ତକ 8:2

ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।

ଲେବୀୟ ପୁସ୍ତକ 10:1

ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।

ଲେବୀୟ ପୁସ୍ତକ 10:12

ଏହାପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିଯାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ଯ ନବୈେଦ୍ଯ, ତାହା ତୁମ୍ଭମାନେେ ନଇେ ୟଜ୍ଞବଦେୀ ନିକଟରେ ବିନା ତାଡି ରେ ଭୋଜନ କର, ତାହା ମହାପବିତ୍ର।

ଗଣନା ପୁସ୍ତକ 2:4

ତାଙ୍କର ସୈନ୍ଯ ସଂଖ୍ଯା 74,600

ଗଣନା ପୁସ୍ତକ 16:9

ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କୁ ଇଶ୍ରାୟେଲ ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିଯୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖ ରେ ଠିଆ ହାଇେ ସବୋ କରିବାପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ନୁହଁ କି?

ଗଣନା ପୁସ୍ତକ 17:2

ଇଶ୍ରାୟେଲର ଲୋକମାନଙ୍କୁ କୁହ, ପ୍ରେତ୍ୟକକ ପରିବାର ପାଇଁ ସମାନଙ୍କେ ପରିବାରବର୍ଗର ନତେୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡି ନିଅନ୍ତୁ। ସହେି ଆଶାବାଡି ଉପରେ ସହେି ବ୍ଯକ୍ତିର ନାମ ଲେଖ।

ଗଣନା ପୁସ୍ତକ 18:7

କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।

ଗଣନା ପୁସ୍ତକ 26:61

କିନ୍ତୁ ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖ ରେ ମୃତ୍ଯୁବରଣ କଲେ, ଯେତବେେଳେ ସମାନେେ ଅଗ୍ନି ଅର୍ପଣ କଲେ ଓ ତାହା ଗୃହିତ ହାଇେ ନାହିଁ।

ଦିତୀୟ ବିବରଣ 10:6

ଏହାପରେ ଇଶ୍ରାୟେଲ ସନ୍ତାନଗଣ ବରେୋତ୍ ବନଯୋକନଠାରକ୍ସ୍ଟ ମାେଷେରୋତକୁ ୟାତ୍ରା କଲେ, ସେ ସ୍ଥାନ ରେ ହାରୋଣ ମଲେ ଓ ସହେି ସ୍ଥାନ ରେ ସେ କବର ପାଇଲେ। ପକ୍ସ୍ଟଣି ତାଙ୍କର ପକ୍ସ୍ଟତ୍ର ଇଲିଯାସର ତାଙ୍କ ପଦ ରେ ଯାଜକ କର୍ମ କଲା।

ଦିତୀୟ ବିବରଣ 18:5

କାରଣ ସଦାପ୍ରଭୁଙ୍କ ନାମ ରେ ସବୋ କରିବାକୁ ନିତ୍ଯ ଠିଆ ହବୋ ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ ବଂଶଧର ମଧରକ୍ସ୍ଟ ତାହାକକ୍ସ୍ଟ ଓ ତାହାର ସନ୍ତାନଗଣକକ୍ସ୍ଟ ମନୋନୀତ କରିଅଛନ୍ତି।

ପ୍ରଥମ ଶାମୁୟେଲ 2:28

ଇଶ୍ରାୟେଲର ଗୋଷ୍ଠୀମାନଙ୍କ ମଧ୍ଯରକ୍ସ୍ଟ ତୁମ୍ଭର ପରିବାରବର୍ଗକକ୍ସ୍ଟ ମାରେ ଯାଜକ ହାଇେ ସବୋ କରିବାକୁ, ଏଫୋଦ ପରିଧାନ କରିବାକୁ ଓ ୟଜ୍ଞବଦେୀ ରେ ଧୂପ ଜଳାଇବାକକ୍ସ୍ଟ ମୁ ମନୋନୀତ କରିଅଛି। ଆହକ୍ସ୍ଟରି ମଧ୍ଯ ମୁ ତୁମ୍ଭକୁ ଏକ ନିଯମ ଦଲେି ଯେ, ମାେ ପାଇଁ ଇଶ୍ରାୟେଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରି ତକ୍ସ୍ଟମ୍ଭ ପରିବାରବର୍ଗକକ୍ସ୍ଟ ଦିଆୟିବ।

ପ୍ରଥମ ବଂଶାବଳୀ 6:10

ୟୋହାନନ୍ ଅସରିଯଙ୍କ ପିତା ଥିଲେ (ଶଲୋମନ୍ ୟିରୁଶାଲମ ରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସଠାେରେ ଏହି ଅସରିଯ ଯାଜକ ଭାବେ କାର୍ୟ୍ଯ କରୁଥିଲେ)।

ପ୍ରଥମ ବଂଶାବଳୀ 6:34

ଶାମୁଯଲେ ଇଲକାନାଙ୍କ ପୁତ୍ର ଥିଲେ। ଇଲ୍କାନା ୟିରୋହମ୍ଙ୍କ ପୁତ୍ର ଥିଲେ। ୟିରୋହମ୍ ଇଲୀଯେଲ୍ଙ୍କ ପୁତ୍ର ଥିଲେ। ଇଲୀଯେଲ୍ ତୋହଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 23:13

ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମାଶାେ। ହାରୋଣ ବିଶଷେ ରୂପେ ମନୋନୀତ କରାୟାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶଷେ ରୂପେ ମନୋନୀତ ହାଇେଥିଲେ। ସଦାପ୍ରଭୁଙ୍କ ସବୋକାର୍ୟ୍ଯ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସମାନଙ୍କେୁ ମନୋନୀତ କରାୟାଇଥିଲା। ସଦାପ୍ରଭୁ ସମ୍ମୁଖ ରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହାଇେଥିଲେ। ସମାନେେ ଯାଜକରୂପେ ସଦାପ୍ରଭୁଙ୍କର ସବୋକାର୍ୟ୍ଯ କରିବା ନିମନ୍ତେ ମନୋନୀତ ହାଇେଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ଯବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସମାନେେ ମନୋନୀତ ହାଇେଥିଲେ।

ପ୍ରଥମ ବଂଶାବଳୀ 24:1

ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା : ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର।

ଦିତୀୟ ବଂଶାବଳୀ 11:14

ଲବେୀୟମାନେ ସମାନଙ୍କେର ତୃଣଭୂମି ଓ ନିଜର ସମ୍ପତ୍ତି ସବୁକୁ ପରିତ୍ଯାଗ କଲେ ଏବଂ ଯିହୁଦା ଓ ୟିରୁଶାଲମକୁ ଚାଲିଆସିଲେ। ରିହବିଯାମ୍ ଓ ତାଙ୍କର ପୁତ୍ରମାନେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ଯାଜକରୂପେ ସବୋକାର୍ୟ୍ଯ କରିବାକୁ ବାରଣ କରିବାରୁ ସମାନେେ ଏହିପରି କଲେ।

ଦିତୀୟ ବଂଶାବଳୀ 26:18

ସମାନେେ ଉଷିୟଙ୍କୁ କହିଲେ, ଯେ, ସେ ଭୂଲ କାର୍ୟ୍ଯ କରୁଛନ୍ତି। ସମାନେେ ତାଙ୍କୁ କହିଲେ, ଉଷିୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଧୂପ ଜ୍ବଳାଇବା ତୁମ୍ଭର କାର୍ୟ୍ଯ ନୁହେଁ। ଏହି କାର୍ୟ୍ଯ କରିବା ତୁମ୍ଭ ନିମନ୍ତେ ମଙ୍ଗଳ ଜନକ ନୁହେଁ।ଯାଜକ ଓ ହାରୋଣଙ୍କ ବଂଶଧରମାନେ କବଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁଗନ୍ଧିଧୂପ ଜ୍ବଳାନ୍ତି। ଏହି ଯାଜକମାନେ ସୁଗନ୍ଧିଧୂପ ଜ୍ବଳାଇବାର ପବିତ୍ର ସବୋକାର୍ୟ୍ଯ ନିମନ୍ତେ ତାଲିମପ୍ରାପ୍ତ ହାଇେଛନ୍ତି। ଏହି ମହାପବିତ୍ର ସ୍ଥାନରୁ ବାହାରି ୟାଅ। ତୁମ୍ଭେ ବିଶ୍ବସ୍ତ ହାଇେ ନାହଁ। ସଦାପ୍ରଭୁ ପରମେଶ୍ବର ଏଥି ନିମନ୍ତେ ତୁମ୍ଭକୁ ସମ୍ମାନିତ କରିବେ ନାହିଁ।

ଗୀତସଂହିତା 115:10

ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ବାସ କର। ସଦାପ୍ରଭୁ ହେଉଛନ୍ତି ସମାନଙ୍କେର ଶକ୍ତି ଓ ଢ଼ାଲ।

ଲୂକଲିଖିତ ସୁସମାଚାର 1:8

ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବ ରେ ମନ୍ଦିର ରେ ପରମେଶ୍ବରଙ୍କ ସବୋକାର୍ୟ୍ଯ କରୁଥିଲେ। ସବୋକାର୍ୟ୍ଯ କରିବା ପାଇଁ ତାହାଙ୍କ ଦଳର ପାଳି ପଡିଲା।

ଏବ୍ରୀ 5:1

ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।

Interlinear

Choose Theme