ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।
Cross references
ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।
ତା'ପ ରେ ମୁଁ ଅନାଇ ଦେଖିଲି ଏକ କିରୂବର ପାଶର୍ବ ରେ ଏକ ଚକ ଓ ଅନ୍ୟ କିରୂବର ପାଶର୍ବ ରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାଶର୍ବ ରେ ଏକାଠି ଚାରି ଚକ ଥିଲା। ଏବଂ ସହେି ଚକମାନର ଆଭା ବୈଦୁର୍ୟ୍ଯମଣିର ଆଭା ତୁଲ୍ଯ ଥିଲା।
ତାହାଙ୍କ ଶରୀର ମଣି ତୁଲ୍ଯ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ବଳ ବୁଦ୍ଯୁତ୍ର ଆଲୋକ ତୁଲ୍ଯ, ଚକ୍ଷୁ ଜ୍ବଳନ୍ତ ମଶାଲ ତୁଲ୍ଯ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ଯ ଥିଲା। ଆଉ ତାଙ୍କର ସ୍ବର ଜନଗହଳିର ରବତୁଲ୍ଯ ଉଚ୍ଚ ଥିଲା।
ସିଂହାସନ ରେ ଯେଉଁ ବ୍ଯକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ଯବାନ ସୂର୍ୟ୍ଯକାନ୍ତମଣି ଓ ପଦ୍ମରାଗମଣି ଭଳି ଦଖାଯାେଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶାେଭା ସଦୃଶ ଗୋଟିଏ ମେଘଧନୁ ଘରେି ରହିଥିଲା।
ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।
ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।