Home Bibles ☰ Books ଯାତ୍ରା ପୁସ୍ତକ 28:27 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 28:27 · ଓଡ଼ିଆ ବାଇବେଲ

ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Cross references

ଯାତ୍ରା ପୁସ୍ତକ 28:8

ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।

Interlinear

Choose Theme