ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।
Cross references
ସେ ହାରୋଣଙ୍କୁ ବୁକପଟା ଦେଲେ, ଆଉ ବୁକପଟା ରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
ପୁଣି ସେ ଇଲିଯାସର ଯାଜକ ସମ୍ମୁଖ ରେ ଠିଆ ହବେ, ଇଲିଯାସର ତାହା ପାଇଁ ଊରୀମର ବିଚାର ଦ୍ବାରା ସଦାପ୍ରଭିଙ୍କ ସମ୍ମୁଖ ରେ ସେ ପଚାରିବ; ତବେେ ସମୁଦାଯ ମଣ୍ତଳୀ 'ବାହାରକୁ ଯିବେ'ଓ ତାଙ୍କର ଆଜ୍ଞା ଅନୁସାରେ ଆସିବେ।
ମାଶାେ ଲବେୀଙ୍କ ବିଷଯ ରେ ଏହି କଥା କହିଲେ, ଲବେୀ ତୁମ୍ଭର ଅନକ୍ସ୍ଟସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତକ୍ସ୍ଟମ୍ମୀମ୍ ଓ ଊରୀମ୍ ତକ୍ସ୍ଟମ୍ଭ ଆର୍ମୀକ ପୁରୁଷ ସହିତ ଅଛନ୍ତି। ତୁମ୍ଭେ ମଃସା ରେ ତାହାର ପରୀକ୍ଷା କଲ। ମରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବି ରୋଧ କଲ ଏବଂ ତୁମ୍ଭେ ସଠାେରେ ଜାଣିଲ, ଯେ ସେ ତୁମ୍ଭର ଲୋକ।
ଯିହାଶୂେୟଙ୍କର ମୃତକ୍ସ୍ଟ୍ଯପରେ ଇଶ୍ରାୟେଲର ଲେୀକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ସମାନେେ ସଦାପ୍ରଭୁଙ୍କର ଆଦେଶ ମାଗିଲେ, ପ୍ରଥମେ କେଉଁ ପରିବାରବର୍ଗର ଲୋକମାନେ କିଣାନୀଯ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଯିବେ?
ଏହାପରେ ଇଶ୍ରାୟେଲ ଲୋକମାନେ ବୈଥଲହମେକକ୍ସ୍ଟ ଗଲେ ଓ ସଦାପ୍ରଭୁଙ୍କୁ ପଚାରିଲେ, ବିନ୍ଯାମୀନ ପରିବାରବର୍ଗ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ ପ୍ରଥମେ କିଏ ୟିବ।
ସଦାପ୍ରଭୁ ସେମାନଙ୍କୁ କହିଲେ, “ସେମାନଙ୍କ ବିରୁଦ୍ଧରେ ଯାଅ।” ଏହିପରି ଇସ୍ରାଏଲମାନେ ଉତ୍ସାହିତ ହେଲେ ଏବଂ ବିନ୍ୟାମୀନ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, ଯେପରି ସେମାନେ ପ୍ରଥମ ଦିନରେ କରିଥିଲେ।
ଇଶ୍ରାୟେଲୀୟ ଲେୈକମାନେ ସଦାପ୍ରଭୁଙ୍କୁ ଏକ ପ୍ରଶ୍ନ ପଚାରିଲେ, ସହେି ସମୟରେ ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ବୈଥଲଠାେ ରେ ଥିଲା।
ଦାଉଦ ଜାଣିପାରିଲେ ଶାଉଲ ତାଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିଯାଥରକକ୍ସ୍ଟ କହିଲେ, ଏଠାକକ୍ସ୍ଟ ଏଫୋନ୍ ଆଣ।
ଯେତବେେଳେ ଶାଉଲ ସଦାପ୍ରଭୁଙ୍କୁ ପଚାରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ବପ୍ନଦ୍ବାରା କିମ୍ବା ଉରୀମ୍ ଦ୍ବାରା ନା ଭବିଷ୍ଯଦ୍ବକ୍ତାଙ୍କ ଦ୍ବାରା ମଧ୍ଯ ତାଙ୍କୁ ଉତ୍ତର କଲେ ନାହିଁ।
ଦାଉଦ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର ଯାଜକକକ୍ସ୍ଟ କହିଲେ, ମାେ ପାଖକକ୍ସ୍ଟ ଏଫୋଦ ଆଣ।
ଶାସନକର୍ତ୍ତା ସମାନଙ୍କେୁ କହିଲେ ଯେ, ସମାନେେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ୟ୍ଯନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହାଇେ ନାହିଁ।
ଶାସନକର୍ତ୍ତା ସମାନଙ୍କେୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।
ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'
ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖାେଲା ମନ ରେ ତୁମ୍ଭମାନଙ୍କ ସହିତ କଥା ହାଇେଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖାଲିେ ଦଇେଛୁ।
ତୁମ୍ଭମାନଙ୍କୁ ନିନ୍ଦା ଦବୋ ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ଯ ପ୍ରସ୍ତୁତ।
ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?
ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।