Home Bibles ଯାତ୍ରା ପୁସ୍ତକ 28:31 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 28:31 · ଓଡ଼ିଆ ବାଇବେଲ

ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର।

Cross references

ଯାତ୍ରା ପୁସ୍ତକ 28:4

ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।

ଯାତ୍ରା ପୁସ୍ତକ 28:28

ବୁକୁପଟା ଯମେନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନୟିବ ଏଥିପାଇଁ ସମାନେେ ବୁକୁପଟାରକୁ ନିଜ କଡା ରେ ନୀଳସୁତ୍ର ଦ୍ବାରା ଏଫୋଦର କଡା ସହିତ ବନ୍ଦ ରଖିବେ।

ଯାତ୍ରା ପୁସ୍ତକ 39:22

ଏହାପରେ ସମାନେେ ସଂପୂର୍ଣ୍ଣ ନୀଳବର୍ଣ୍ଣ ବସ୍ତ୍ର ରେ ଏଫୋଦର ଚୋଗା କଲେ। ଏହା ଏକ କୁଶଳୀ କର୍ମୀ ଦ୍ବାରା ବୁଣାଗଲା।

ଲେବୀୟ ପୁସ୍ତକ 8:7

ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟୀ ରେ ତାଙ୍କର ବେଲ୍ଟ ବାନ୍ଧିଲେ, ତାଙ୍କୁ ଚୋଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେଲ୍ଟ ରେ ବାନ୍ଧିଲେ।

Interlinear

Choose Theme