Home Bibles ☰ Books ଯାତ୍ରା ପୁସ୍ତକ 28:39 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 28:39 · ଓଡ଼ିଆ ବାଇବେଲ

ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।

Cross references

ଯାତ୍ରା ପୁସ୍ତକ 27:16

ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।

ଗୀତସଂହିତା 45:14

ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।

Interlinear

Choose Theme