Home Bibles ☰ Books ଯାତ୍ରା ପୁସ୍ତକ 28:8 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 28:8 · ଓଡ଼ିଆ ବାଇବେଲ

ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।

Cross references

ଯାତ୍ରା ପୁସ୍ତକ 28:27

ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

ଯାତ୍ରା ପୁସ୍ତକ 29:5

ହାରୋଣକୁ ସହେି ସ୍ବତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଲ ସୂତ୍ର ରେ ବୁଣା ୟାଇଥିବା ଚୋଗା ଏବଂ ଏଫୋଦର ଚୋଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟୀବନ୍ଧନ ତାହାର କଟୀ ରେ ବନ୍ଧ।

ଯାତ୍ରା ପୁସ୍ତକ 39:20

ସମାନେେ ଆଉ ଦୁଇ ସ୍ବର୍ଣ୍ଣକଡା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟୀବନ୍ଧନ ଉପରେ ତାହା ଲଗାଇଲେ।

ଲେବୀୟ ପୁସ୍ତକ 8:7

ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟୀ ରେ ତାଙ୍କର ବେଲ୍ଟ ବାନ୍ଧିଲେ, ତାଙ୍କୁ ଚୋଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେଲ୍ଟ ରେ ବାନ୍ଧିଲେ।

ଯିଶାଇୟ 11:5

ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।

ପିତରଙ୍କ ପ୍ରଥମ ପତ୍ 1:13

ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:13

ସହେି ସାତାଟେି ସୁନାର ଦୀପରୁଖା ମଝି ରେ: ମନୁଷ୍ଯ ପୁତ୍ରଙ୍କ ପରି ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ।

Interlinear

Choose Theme