Home Bibles ଯାତ୍ରା ପୁସ୍ତକ 29:12 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 29:12 · ଓଡ଼ିଆ ବାଇବେଲ

ଏହାପରେ ସହେି ପାଛୁରୀର କିଛି ରକ୍ତ ୟଜ୍ଞବଦେୀ ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳି ରେ ରକ୍ତ ନଇେ ୟଜ୍ଞବଦେୀର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବଦେୀ ମୂଳ ରେ ଢାଳ।

Cross references

ଯାତ୍ରା ପୁସ୍ତକ 27:2

ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 30:2

ଏହି ବଦେୀ ବର୍ଗାକାର ହବେ। ଏକ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଏବଂ ଏହା ଦୁଇ ହାତ ଉଚ୍ଚ ହବୋ ଉଚିତ୍। ଏହାର ଶିଙ୍ଗଗୁଡ଼ିକ ବଦେୀର ଅଂଶ ହବେ।

ଯାତ୍ରା ପୁସ୍ତକ 38:2

ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।

ଲେବୀୟ ପୁସ୍ତକ 4:7

ଯାଜକ ସଦାପ୍ରଭୁଙ୍କ ଆଗ ରେ କିଛି ରକ୍ତ ନଇେ ସମାଗମ ତମ୍ବୁର ସୁଗନ୍ଧି ଧୂପବଦେୀର ପାଶର୍‌ବ ରେ ରଖିବା ଉଚିତ୍ ହବେ। ତ'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନଇେ ସମାଗମ ତମ୍ବୁର ଦ୍ବାରସ୍ଥିତ ୟଜ୍ଞବଦେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 4:18

ଆଉ ଯାଜକ ସହେି ରକ୍ତରୁ କିଛି ନଇେ ସମାଗମ ତମ୍ବୁ ମଧିଅରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ୟଜ୍ଞବଦେୀ ଶୃଙ୍ଗ ଉପରେ ଦବେ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ ତମ୍ବୁର ଦ୍ବାର ସମୀପକୁ ହୋମବଦେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 4:25

ତା'ପରେ ଯାଜକ ଆପଣା ଅଙ୍ଗୁଳି ରେ ସହେି ପାପାର୍ଥକ ନବୈେଦ୍ଯର ରକ୍ତରୁ କିଛି ନଇେ ହାମବଦେେୀର ଶିଙ୍ଗ ଉପରେ ଦବେ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହାମବଦେେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 4:30

ତା'ପରେ ସେ ଯାଜକ ଅଙ୍ଗୁଳି ରେ ତା'ର ରକ୍ତରୁ କିଛି ନଇେ ହୋମବଦେୀର ଶୃଙ୍ଗ ଉପରେ ଦବେ, ଆଉ ତା'ର ସମସ୍ତ ରକ୍ତ ୟଜ୍ଞବଦେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 4:34

ତା'ପରେ ସେ ଯାଜକ ସହେି ପାପାର୍ଥକ ନବୈେଦ୍ଯର ରକ୍ତରୁ କିଛି ଅଙ୍ଗୁଳି ରେ ନଇେ ହୋମବଦେୀର ଶିଙ୍ଗ ଉପରେ ଦବେ ଓ ଆଉ ସମସ୍ତ ରକ୍ତ ୟଜ୍ଞବବଦେୀ ମୂଳ ରେ ଢାଳିବ।

ଲେବୀୟ ପୁସ୍ତକ 5:9

ତା'ପରେ ସେ ଏହି ରକ୍ତରୁ କିଛି ନଇେ ୟଜ୍ଞବଦେୀ ପାଖ ରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନଇେ ୟଜ୍ଞବଦେୀ ମୂଳ ରେ ଢାଳିବ। ଏହା ପାପରୁ ମୁକ୍ତ ହବୋ ପାଇଁ ଏକ ନବୈେଦ୍ଯ ବୋଲି ବିବଚେନା କରାୟିବ।

ଲେବୀୟ ପୁସ୍ତକ 8:15

ତତ୍ପରେ ମାଶାେ ତାକୁ ବଧ କଲେ ଓ ସହେି ରକ୍ତ ନଇେ ଅଙ୍ଗୁଳି ଦ୍ବାରା ୟଜ୍ଞବଦେୀର ଚାରିଆଡେ ଶିଙ୍ଗ ଉପରେ ଦଇେ ୟଜ୍ଞବଦେୀକି ପାପ ମୁକ୍ତ କଲେ। ଆଉ ୟଜ୍ଞବଦେୀ ମୂଳ ରେ ସହେି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।

ଲେବୀୟ ପୁସ୍ତକ 9:9

ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଆଙ୍ଗୁଳି ବୁଡାଇ ୟଜ୍ଞବଦେୀର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ୟଜ୍ଞବଦେୀ ମୂଳ ରେ ଢାଳିଲେ।

ଲେବୀୟ ପୁସ୍ତକ 16:14

ତହୁଁ ସେ ଗୋବତ୍ସର କିଚି ରକ୍ତ ନଇେ ପାପାଚ୍ଛଦନର ପୂର୍ବଆଡେ ଅଙ୍ଗୁଳି ରେ ଛିଞ୍ଚିବ। ପୁଣି ପାପାଚ୍ଛଦନ ସମ୍ମୁଖ ରେ ଅଙ୍ଗୁଳି ଦ୍ବାରା ସାତଥର ସହେି ରକ୍ତ ଛିଞ୍ଚିବ।

ଲେବୀୟ ପୁସ୍ତକ 16:18

ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ୟଜ୍ଞବଦେୀ ପାଖକୁ ୟାଇ ତହିଁ ନିମନ୍ତେ ପ୍ରାଯଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନଇେ ୟଜ୍ଞବଦେୀର ଶୃଙ୍ଗ ଉପରେ ଚାରିଆଡେ ଦବେ।

ଏବ୍ରୀ 9:13

ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।

ଏବ୍ରୀ 9:22

ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।

ଏବ୍ରୀ 10:4

ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।

Interlinear

Choose Theme