Home Bibles ଯାତ୍ରା ପୁସ୍ତକ 29:18 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 29:18 · ଓଡ଼ିଆ ବାଇବେଲ

ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

Cross references

ଆଦି ପୁସ୍ତକ 8:20

ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।

ଆଦି ପୁସ୍ତକ 8:21

ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।

ଆଦି ପୁସ୍ତକ 22:2

ଏହାପରେ ପରମେଶ୍ବର କହିଲେ, ତୁମ୍ଭର ପୁତ୍ରକୁ ମାରେିଯାକୁ ନିଅ। ମାରେିଯା ରେ ତୁମ୍ଭର ଏକ ମାତ୍ର ସ୍ନହରେ ପୁତ୍ର ଇସ୍ହାକକୁ ମାେ ନିମନ୍ତେ ହାମେର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସହେି ପର୍ବତକୁ ନଇେ ସଠାେରେ ହାମବେଳି କର।

ଆଦି ପୁସ୍ତକ 22:7

ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲ, ପିତା!

ଆଦି ପୁସ୍ତକ 22:13

ଏହାପରେ ଅବ୍ରହାମ ଏକ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମଷେ ଦେଖିଲେ, ତା'ର ଶିଙ୍ଗ ବୁଦା ରେ ବନ୍ଧା ହାଇେଥିଲା। ତେଣୁ ଅବ୍ରହାମ ସହେି ଅଣ୍ଡିରା ମଷେକୁ ଆଣି ହତ୍ଯାକଲେ ଓ ତାହାକୁ ନିଜପୁତ୍ର ବଦଳ ରେ ହାମବେଳିରେ ଉତ୍ସର୍ଗ କଲେ।

ଯାତ୍ରା ପୁସ୍ତକ 29:25

ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

ଲେବୀୟ ପୁସ୍ତକ 1:17

ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୁର୍ଣ୍ଣଭାବରେ ବଦେୀ ରେ ଥିବା ଅଗ୍ନିକାଠ ମଧିଅରେ ଦଗ୍ଧ କରିବ। ଏହି ହାମବେଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 9:24

ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ୟଜ୍ଞବଦେୀ ଉପରିସ୍ଥ ହାମବେଳି ଓ ମଦକେୁ ଭସ୍ମ କଲା। ସେତବେେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ବନି କରି ଭୂମିରେ ମଥାନତ କରି ପଡିଲେ।

ପ୍ରଥମ ଶାମୁୟେଲ 7:9

ଶାମକ୍ସ୍ଟଯଲେ ଗୋଟିଏ ମେଣ୍ତାଛକ୍ସ୍ଟଆ ନେଲେ ଏବଂ ସଦାପ୍ରଭୁଙ୍କୁ ସଐର୍ଣ୍ଣ ହାମବେଳି ରୂପେ ଏହା ଉତ୍ସର୍ଗ କଲେ। ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ।

ପ୍ରଥମ ରାଜାବଳୀ 3:4

ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।

ପ୍ରଥମ ରାଜାବଳୀ 18:38

ସେତବେେଳେ ସଦାପ୍ରଭୁଙ୍କ ପ୍ ରରେିତ ଅଗ୍ନି ପ୍ରଜ୍ଜଳିତ ହେଲା ଓ ସହେି ଅଗ୍ନି ହାମାେର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ୟଜ୍ଞବଦେୀର ଗ୍ଭରିପାଖ ରେ ଥିବା ଖାଇର ଜଳକୁ ଶୁଷ୍କ କରି ଦଲୋ।

ଗୀତସଂହିତା 50:8

ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।

ଯିଶାଇୟ 1:11

ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଯିରିମିୟ 6:20

ପୁଣି ସଦାପ୍ରଭୁ କହନ୍ତି, ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବତେ ଆଣିବାର ଫଳ କଅଣ ? ତୁମ୍ଭମାନଙ୍କର ହାମବେଳି ସବୁ ଗ୍ରହଣୀଯ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।

ଯିରିମିୟ 7:21

ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ତୁମ୍ଭମାନେେ ୟାଅ, ତୁମ୍ଭ ଉତ୍ସର୍ଗୀକୃତ ନବୈେଦ୍ଯ ରେ ହାମବେଳି ଯୋଗ କର ଏବଂ ମାଂସ ଭକ୍ଷଣ କର।

ମାର୍କଲିଖିତ ସୁସମାଚାର 12:33

ପ୍ରକୃତ ରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦଇେ ପରମେଶ୍ବରଙ୍କୁ ପ୍ ରମେ କରିବାକୁ ହବେ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ଯ ସପରେି ଭଲ ପାଇବାକୁ ହବେ। ଆମ୍ଭେ ପରମେଶ୍ବରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସହେି ଗୁଡିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ବପୂର୍ଣ୍ଣ।

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:18

ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

ଏବ୍ରୀ 10:6

ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।

Interlinear

Choose Theme