ସହେି ଅଣ୍ଡିରା ମଷେକୁ ହତ୍ଯାକର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସହେି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତ ରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତର ଲଗାଅ। ସମାନଙ୍କେର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ୟଜ୍ଞବଦେୀର ଚାହିଆଡେ ରକ୍ତ ଛିଞ୍ଚ।
Cross references
ଏହାପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମାଶାେ ସହେି ରକ୍ତରୁ କିଛି ନଇେ ସମାନଙ୍କେ ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ ଓ ସମାନଙ୍କେ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସମାନଙ୍କେ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମାଶାେ ୟଜ୍ଞବଦେୀର ଉପରେ ଚାରିଆଡେ ରକ୍ତ ସିଞ୍ଚନ କଲେ।
ପୁଣି ଯାଜକ ସହେି କୁଷ୍ଠ ରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନଇେ କ୍ଷେତ୍ରଆଡେ ଛାଡିଦବେ।
ତା'ପରେ ଯାଜକ ସହେି ଦୋଷର୍ଥକ ବଳିର କିଛି ରକ୍ତ ନବେ, ପୁଣି ଯାଜକ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ରେ ଲଗାଇବ।
ତା'ପରେ ଯାଜକ ସହେି ବାମ ହସ୍ତର ପାପୁଲିସ୍ଥିତ ତୈଳ ରେ ଆପଣା ଦକ୍ଷିଣ ଆଙ୍ଗୁଳି ବୁଡାଇ ଅଙ୍ଗୁଳି ଦ୍ବାରା ସହେି ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ।
ପୁଣି ଯାଜକ ଆପଣା ବାମ ପାପୁଲି ରେ ଅବଶିଷ୍ଟ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳ ରେ ଲଗାଇବ। ଯେଉଁଠା ରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।
ତା'ପରେ ଯାଜକ ସହେି ଦୋଷର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମଷେବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନଇେ ଯାଜକ ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ରେ ଲଗାଇବ।
ଆଉ ମଧ୍ଯ ଯାଜକ ଆପଣା ହସ୍ତସ୍ଥିତ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳି ରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନ ରେ ଲଗାଇବ।
ତହୁଁ ସେ ଗୋବତ୍ସର କିଚି ରକ୍ତ ନଇେ ପାପାଚ୍ଛଦନର ପୂର୍ବଆଡେ ଅଙ୍ଗୁଳି ରେ ଛିଞ୍ଚିବ। ପୁଣି ପାପାଚ୍ଛଦନ ସମ୍ମୁଖ ରେ ଅଙ୍ଗୁଳି ଦ୍ବାରା ସାତଥର ସହେି ରକ୍ତ ଛିଞ୍ଚିବ।
ତା'ପରେ ସେ ରକ୍ତରୁ କିଛି ନଇେ ଅଙ୍ଗୁଳି ଦ୍ବାରା ସାତଥର ଛିଞ୍ଚି ଅଶୁଚି ବଦେୀକୁ ଶୁଦ୍ଧ କରିବ ଓ ଇଶ୍ରାୟେଲ ଲୋକମାନଙ୍କ ଅ େଶୗଚରୁ ତାହା ଶୁଚି କରିବ।
ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।
ତେଣୁ ସେ ଅନକେ ଦେଶୀଯମାନଙ୍କୁ ଚମକାଇ ଦବେେ। ରାଜାମାନେ ତାଙ୍କ ସମ୍ମୁଖ ରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସମାନଙ୍କେୁ କୁହାୟାଇ ନ ଥିଲା, ତାହା ସମାନେେ ଦେଖିବେ ଓ ଯାହା ସମାନେେ ଶୁଣି ନ ଥିଲେ ତାହା ସମାନେେ ବୁଝିବେ।'
ଯୀଶୁ ସେ ଲୋକଟିକୁ ଭିଡଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନଇଗେଲେ। ସେ ସହେି ଲୋକଟିର କାନ ଭିତ ରେ ନିଜ ଆଙ୍ଗୁଳିଗୁଡିକୁ ରଖିଲେ। ତା'ପରେ ସେ ଛପେ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।
ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।