Home Bibles ☰ Books ଯାତ୍ରା ପୁସ୍ତକ 29:24 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 29:24 · ଓଡ଼ିଆ ବାଇବେଲ

ଏହିସବୁ ନଇେ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ସମ୍ମୁଖ ରେ ହାତ ରେ ଧରିବେ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶିଷ୍ଟ ନବୈେଦ୍ଯ ହବେ।

Cross references

ଯାତ୍ରା ପୁସ୍ତକ 29:26

ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମଷେର ଛାତି ନିଅ ଏବଂ ଏହାକୁ ବିଶଷେ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧର। ଏହା ତୁମ୍ଭର ଅଂଶ ହବେ।

ଲେବୀୟ ପୁସ୍ତକ 7:30

ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦୋଳନୀଯ ନବୈେଦ୍ଯ ଆଣିବ। ସେ ବକ୍ଷ ଏବଂ ମଦେ ଆଣି ଯାଜକକୁ ଦବୋ ଉଚିତ୍। ସହେି ବକ୍ଷ ତା'ର ଆଗ ରେ ଉଠାୟାଇ ସଦାପ୍ରଭୁଙ୍କୁ ଉପହାର ଦିଆୟିବ।

ଲେବୀୟ ପୁସ୍ତକ 8:27

ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତ ରେ ସହେିସବୁ ଦଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ।

ଲେବୀୟ ପୁସ୍ତକ 9:21

ମାଶାଙ୍କେ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖ ରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀଯ ନବୈେଦ୍ଯ ରୂପେ ଦୋଳନ କଲେ।

ଲେବୀୟ ପୁସ୍ତକ 10:14

ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ଯାଗଣ ଝୁଲାୟାଇଥିବା ବକ୍ଷ ଓ ଚଟୁଆ ନଇେ ଏକ ଶୁଚି ସ୍ଥାନ ରେ ଭୋଜନ କରିବ, ଯେ ହତେୁ ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯ ମଧ୍ଯରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ଯ ଅଂଶ।

ଲେବୀୟ ପୁସ୍ତକ 23:11

ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷ ରେ ଗ୍ରାହ୍ଯ ହବୋ ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସହେି ବିଡା ଟକେିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।

Interlinear

Choose Theme