ଯାତ୍ରା ପୁସ୍ତକ 29:3 · ଓଡ଼ିଆ ବାଇବେଲ
ଏହି ପିଠା ଓ ରୋଟୀତକ ଡାଲା ରେ ରଖ। ଏହାପରେ ସହେି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମଷେ ସମାଗମ ତମ୍ବୁ ନିକଟକୁ ଆଣ।
Cross references
ଲେବୀୟ ପୁସ୍ତକ 8:2
ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।
ଲେବୀୟ ପୁସ୍ତକ 8:26
ଆଉ ସେ ତାଡିଶୁନ୍ଯ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ବ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡିଶୂନ୍ଯ ରୋଟୀ ଓ ଡାହାଣ ଚଟୁଆ ଓ ମଦେ ଉପରେ ଥୋଇଲେ।
ଲେବୀୟ ପୁସ୍ତକ 8:31
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ ତମ୍ବୁ ସମ୍ମୁଖ ରେ ମାଂସ ରାନ୍ଧ। ତୁମ୍ଭମାନେେ ମଧ୍ଯ ତାହା ସଠାେରେ ଭୋଜନ କରିବ।' ନି ଯୋଗର୍ଥକ ଡାଲା ରେ ଥିବା ରୋଟୀ ନଇେ ଏକାଠି ଭୋଜନ କର।
ଗଣନା ପୁସ୍ତକ 6:17
ଏହାପରେ ସେ ତାଡିଶୂନ୍ଯ ରୋଟୀର ଡାଲା ଏବଂ ମଷେକୁ ମଙ୍ଗଳାର୍ଥକ ନବୈେଦ୍ଯ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍। ଯାଜକ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।