Home Bibles ଯାତ୍ରା ପୁସ୍ତକ 29:45 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 29:45 · ଓଡ଼ିଆ ବାଇବେଲ

ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।

Cross references

ଯାତ୍ରା ପୁସ୍ତକ 6:7

ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 15:17

ତୁମ୍ଭେ ସମାନଙ୍କେୁ ଆଣ ଓ ସମାନଙ୍କେୁ ନିଜ ପର୍ବତ ରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।

ଯାତ୍ରା ପୁସ୍ତକ 25:8

ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।

ଲେବୀୟ ପୁସ୍ତକ 26:11

ଆମ୍ଭେ ଆମ୍ଭର ପବିତ୍ର ତମ୍ବୁ ତମ୍ଭମାନଙ୍କ ମଧିଅରେ ସ୍ଥାପନ କରିବା। ଆମ୍ଭେ ତୁମ୍ଭମାନଙ୍କୁ ଘୃଣା କରିବା ନାହିଁ।

ଲେବୀୟ ପୁସ୍ତକ 26:12

ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଗମନା-ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ବର ହବୋ। ଆଉ ତୁମ୍ଭମାନେ ଆମ୍ଭର ଲୋକ ହବେ।

ଗଣନା ପୁସ୍ତକ 16:3

ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?

ଗଣନା ପୁସ୍ତକ 35:34

ତୁମ୍ଭମାନେେ ଯେଉଁ ଦେଶ ରେ ଅଛ, ମୁଁ ସଠାେରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ବଯଂ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରୁଅଛି।

ଦିତୀୟ ବଂଶାବଳୀ 6:18

କିନ୍ତୁ ଆମ୍ଭମାନେେ ଜାଣୁ ଯେ ତୁମ୍ଭେ ପରମେଶ୍ବର, ପ୍ରକୃତ ରେ ଏହି ପୃଥିବୀ ରେ ମନୁଷ୍ଯମାନଙ୍କ ସହିତ ବସବାସ କରିବ ନାହିଁ। ସ୍ବର୍ଗ ଓ ଉଚ୍ଚତମ ସ୍ବର୍ଗଗଣ ତୁମ୍ଭକୁ ଧାରଣ କରିପାରନ୍ତି ନାହିଁ। ଆଉ ଆମ୍ଭମାନେେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପା ରେ।

ଗୀତସଂହିତା 68:18

ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।

ଯିରିମିୟ 14:9

ତୁମ୍ଭେ ଜଣେ ଦ୍ବନ୍ଦ ରେ ପଡ଼ିଥିବା ମନୁଷ୍ଯ ତୁଲ୍ଯ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ଅଛ। ଆମ୍ଭମାନେେ ତୁମ୍ଭ ନାମ ରେ ଖ୍ଯାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ଯାଗ କର ନାହିଁ।

ଯିହିଜିକଲ 34:24

ମୁଁ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହବେି ଓ ମାରେ ଦାସ ଦାଉଦ ସମାନଙ୍କେ ମଧିଅରେ ପ୍ରଭୁ ହବେ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

ଯିହିଜିକଲ 43:7

ଆଉ ସେ ମାେତେ ମନ୍ଦିର ମଧ୍ଯରୁ କହିଲେ, ହେ ମନୁଷ୍ଯ ପୁତ୍ର ଏହା ମାରେ ସିଂହାସନର ସ୍ଥାନ ଓ ମାରେ ପାଦପୀଠର ସ୍ଥାନ। ମୁଁ ଇଶ୍ରାୟେଲ ପରିବାର ମଧିଅରେ ସଦାକାଳ ବାସ କରିବି। ଆଉ ଇଶ୍ରାୟେଲର ଲୋକମାନେ ଏବଂ ସମାନଙ୍କେ ରାଜାଗଣ ସମାନଙ୍କେର ଶାରୀରିକ ପାପସବୁ ସହିତ ଏହି ସ୍ଥାନ ରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦବୋଦ୍ବାରା ଏହି ସ୍ଥାନକୁ ମାରେ ପବିତ୍ର ନାମକୁ ଅପମାନିତ କରିବେ ନାହିଁ।

ଯିହିଜିକଲ 43:9

ପୁତ୍ର, ବର୍ତ୍ତମାନ ସମାନଙ୍କେୁ ସମାନଙ୍କେର ଶାରୀରିକ ପାପସବୁରୁ ଦୂ ରଇେ ରୁହନ୍ତୁ ଓ ସମାନଙ୍କେର ରାଜାମାନଙ୍କର ମୃତ ଶରୀର ଆମ୍ଭ ନିକଟରୁ ଦୂର କରନ୍ତୁ, ତେଣୁ ମୁଁ ସଦାକାଳ ସମାନଙ୍କେ ମଧିଅରେ ବାସ କରିବି।

ଯିଖରିୟ 2:10

ସଦାପ୍ରଭୁ କୁହନ୍ତି, ହେ ସିୟୋନର କନ୍ଯା ଆନନ୍ଦ ରେ ଚିତ୍କାର କର ଏବଂ ଖୁସି ହୁଅ। କାରଣ ତୁମ୍ଭ ସହିତ ନଗର ରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।

ଯିଖରିୟ 8:3

ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।

ଯୋହନଲିଖିତ ସୁସମାଚାର 14:17

ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।

ଯୋହନଲିଖିତ ସୁସମାଚାର 14:20

ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।

ଯୋହନଲିଖିତ ସୁସମାଚାର 14:23

ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:16

ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :

ଏଫିସୀୟଙ୍କ ପ୍ରତି ପତ୍ର 2:22

ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3

ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

Interlinear

Choose Theme