Home Bibles ଯାତ୍ରା ପୁସ୍ତକ 3:21 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 3:21 · ଓଡ଼ିଆ ବାଇବେଲ

ଆଉ ଆମ୍ଭେ ମିଶରୀଯ ଲୋକମାନଙ୍କ ସାକ୍ଷାତ ରେ ଏହି ଲୋକମାନଙ୍କୁ ଅନୁଗ୍ରହ ପାତ୍ର କରିବି, ତହିଁରେ ତୁମ୍ଭମାନଙ୍କର ୟାତ୍ରା ସମୟରେ ସମାନେେ ତୁମ୍ଭମାନଙ୍କୁ ଉପହାରମାନ ଦବେେ।

Cross references

ଆଦି ପୁସ୍ତକ 15:14

କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।

ଆଦି ପୁସ୍ତକ 39:21

କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।

ଯାତ୍ରା ପୁସ୍ତକ 11:2

ତୁମ୍ଭେ ଏହି ବାର୍ତ୍ତା ମିଶରବାସୀଙ୍କୁ ଦିଅ। 'ପ୍ରେତ୍ୟକକ ପୁରୁଷ ଆପଣା ପ୍ରତିବେଶୀଠାରୁ ଏବଂ ପ୍ରେତ୍ୟକକ ସ୍ତ୍ରୀ ଆପଣା ପ୍ରତିବେଶୀନୀଠାରୁ ରେ ୗପ୍ୟ ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ମାଗି ନିଅନ୍ତୁ।

ଯାତ୍ରା ପୁସ୍ତକ 11:3

ସଦାପ୍ରଭୁ ମିଶରୀଯମାନଙ୍କ ଦୃଷ୍ଟି ରେ ଲୋକମାନଙ୍କୁ ଅନୁଗ୍ରହ ପୁତ୍ର କଲେ। ପୁଣି ମିଶର ଦେଶର ଅଧିକାରୀମାନଙ୍କ ଆଗ ରେ ଓ ମିଶରର ଲୋକମାନଙ୍କ ଆଗ ରେ ମାେଶେ ଅତି ମହାନ୍ ଲୋକ ହେଲେ।'

ଯାତ୍ରା ପୁସ୍ତକ 12:35

ଏହାପରେ ଇଶ୍ରାୟେଲୀୟ ଲୋକମାନେ ମାଶାଙ୍କେର ଆଜ୍ଞାନୁସା ରେ ଗଲେ। ସମାନେେ ତାଙ୍କର ମିଶରୀଯ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସମାନଙ୍କେୁ ରୂପା ଅଳଙ୍କାର, ସ୍ବର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।

ଯାତ୍ରା ପୁସ୍ତକ 12:36

ସଦାପ୍ରଭୁ ମିଶରବାସୀମାନଙ୍କ ହୃଦଯ ରେ ଇଶ୍ରାୟେଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇଶ୍ରାୟେଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକା ରେ ଇଶ୍ରାୟେଲୀୟମାନେ ମିଶରୀଯ ମାନଙ୍କୁ ଲୁଣ୍ଠନ କଲେ।

ଦିତୀୟ ବିବରଣ 15:13

କିନ୍ତୁ ତୁମ୍ଭମାନେେ ଯେତବେେଳେ ତୁମ୍ଭର କ୍ରିତଦାସମାନଙ୍କୁ ମକ୍ସ୍ଟକ୍ତ କରିବ, ସେତବେେଳେ ସମାନଙ୍କେୁ ମକ୍ସ୍ଟକ୍ତ ହସ୍ତ ରେ ୟିବାକକ୍ସ୍ଟ ଦବନୋହିଁ।

ନିହିମିୟା 1:11

ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

ଗୀତସଂହିତା 105:37

ପରମେଶ୍ବର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନଙ୍କେ ନିଜ ସହିତ ରୂପା ଓ ସୁନା ଆଣିଲେ। ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।

ଗୀତସଂହିତା 106:46

ସେ ସମାନଙ୍କେର ସମସ୍ତଙ୍କୁ ବନ୍ଦି କରିଥିବା ମନରେ ଦୟା ଦଖାଇେଲେ।

ହିତୋପଦେଶ 16:7

ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:10

ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।

Interlinear

Choose Theme