ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।
Cross references
ସଦାପ୍ରଭୁ ଲୋକମାନଙ୍କ ଦ୍ବାରା ଦିଆରି ହେଉଥିବା ନଗର ଏବଂ ଦୂର୍ଗ ଦେଖିବାପାଇଁ ଓହ୍ଲାଇ ଆସିଲେ।
ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।
ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଚ଼ତୁପାଶର୍ବକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।
କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
ଇ ମାରେୀଯମାନଙ୍କର, କିଣାନୀଯମାନଙ୍କର ,ଓ ଗିର୍ଗାଶୀଯମାନଙ୍କର ଓ ୟିବୁଶୀଯମାନଙ୍କର ଦେଶ ତୁମ୍ଭକୁ ଦଲେି।
ତେଣୁ ମୁଁ ସଠାେକୁ ୟିବି ଏବଂ ଦେଖିବି, ଯଦି ସମାନେେ ସପରେି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଚା ହେଁ।
ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।
ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।
ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'
ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।
ତେଣୁ ଠିକ୍ ସହେିଦିନ, ସଦାପ୍ରଭୁ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ମିଶରରୁ ଆଗଇେ ନେଲେ। ସୈନ୍ଯ ଶ୍ ରଣେୀବଦ୍ଧ ଲୋକମାନେ ମିଶର ପରିତ୍ଯାଗ କଲେ।
ଆଉ ଯେତବେେଳେ କିଣାନୀଯ, ହିତ୍ତୀଯ, ଇ ମାରେୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦବୋକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସେ ତୁମ୍ଭମାନଙ୍କୁ ଦବେେ।
ଯଦି ତୁମ୍ଭେ କହେି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତବେେ ମୁଁ ତାଙ୍କର ଦୁଃଖ ଶୁଣିବି।
ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ବର୍ଗଦୂତ ପଠାଇବି ପୁଣି ମୁଁ କିଣାନୀଯ ଓ ଇମାରେୀୟ, ହିତ୍ତୀଯ, ପିରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ତଡି ଦବେି।
ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।
ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦଲେି ତାହା ଅନୁସରଣ କର ମୁଁ ତୁମ୍ଭର ଶତୃମାନଙ୍କୁ ଏହି ଦେଶରୁ ବିତାଡିତ କରିବି। ମୁଁ କିଣାନୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ବିତାଡିତ କରିବି।
ମୁଁ ତୁମ୍ଭଙ୍କୁ କହିଲି, ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।
ପୁଣି ସହେି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦିର୍ବଳ ଓ ସେ ଅଳ୍ପ କି ଅନକେ ସେ ବିଷଯ ରେ ଅନୁସନ୍ଧାନ କର।
ପୁଣି ସମାନେେ ଯେଉଁ ଦେଶ ରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗର ରେ ବାସ କରନ୍ତି ତାହା କି ପ୍ରକାର, ସମାନେେ ତମ୍ବୁ ରେ କି ଗଡ ରେ, କାହିଁ ରେ ବାସ କରନ୍ତି, ତାହା ମଧ୍ଯ ଅନୁସନ୍ଧାନ କର।
ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।
ଆଉ ଏହି ଦୁଇଲୋକ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭମାନେେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ୟାଇଥିଲୁ, ତାହା ଅତ୍ଯନ୍ତ ଉତ୍ତମ ଦେଶ।
ଇମାରେୀୟମାନଙ୍କ ପର୍ବତ ଦେଶକକ୍ସ୍ଟ ୟାଅ। ତୁମ୍ଭେ ସହେି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡିକୁ ୟାଅ, ପର୍ବତମଯ ଦେଶ, ୟର୍ଦ୍ଦନର ଉପତ୍ୟକାକକ୍ସ୍ଟ ତଳଭୂମି, ମରକ୍ସ୍ଟଭୂମି ଏବଂ ସମକ୍ସ୍ଟଦ୍ର ଉପକୂଳ ସମତେ କିଣାନୀଯମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦଇେ ଫରାତ ନଦୀ ପର୍ୟ୍ଯନ୍ତ ୟାଅ।
ସମାନେେ କିଛି ଫଳଧରି ସହେି ସ୍ଥାନରକ୍ସ୍ଟ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ ସହେି ଦେଶ ବିଷଯ ରେ ଆମ୍ଭମାନଙ୍କୁ କହିଲେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ଏକ ଉତ୍ତମ ଦେଶ ଦଇେଛନ୍ତି।'
ତେଣୁ ହେ ଇଶ୍ରାୟେଲ, ଶକ୍ସ୍ଟଣ ଓ ତାହା ପାଳନ କରିବାକୁ ମନୋୟୋଗ କର, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପୂର୍ବପୁରୁଷ ପରମେଶ୍ବର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସହେିପରି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଅଧିକ ବିର୍ଦ୍ଦିଷ୍ତୁ ହବେ।
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକକ୍ସ୍ଟ ନଇେ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶି ରେ ଝରଣା ରେ ଓ ଗଭୀର ଜଳ ସୋର୍ତ ରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦଇେ ଝରିୟାଏ।
ସେଥିପାଇଁ ତୁମ୍ଭମାନେେ ସହେି ଦକ୍ସ୍ଟଗ୍ଧ ମଧକ୍ସ୍ଟ ପ୍ରବାହିତ ଦେଶ ରେ ଦୀର୍ଘ୍ଯ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସମାନଙ୍କେର ଭବିଷ୍ଯଦ୍ ବଂଶଧରମାନଙ୍କୁ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।
ଏହାପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକକ୍ସ୍ଟ ଆଣିଛନ୍ତି ଓ ଏହି ଦେଶ ଦିଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦଇେଛନ୍ତି।
ତୁମ୍ଭମାନେେ ସଠାେରେ ପ୍ରବେଶ କରିବା ମାତ୍ ରେ, ତୁମ୍ଭମାନେେ ଏହିସବୁ ନିଯମ ସହେି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତବେେଳେ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାର ହାଇେ ସହେି ଦେଶ ରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦେଉଛନ୍ତି। ଦକ୍ସ୍ଟଗ୍ଧ, ମଧକ୍ସ୍ଟ ପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ବର ଯେ ହତେକ୍ସ୍ଟ ପ୍ରତିଜ୍ଞା କରିଥିଲେ।
ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭକୁ ଅନକେ ସନ୍ତାନ ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭମାନଙ୍କୁ ଗୋବତ୍ସା ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭର ଅମାର ଉତ୍ତମ ଫସଲ ରେ ପରିପୂର୍ଣ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ପୂର୍ବ ପୁରୁଷମାନଙ୍କୁ ଯେପରି ପ୍ରତିଜ୍ଞା କରିଥିଲେ।
ସଦାପ୍ରଭୁ ସମାନଙ୍କେୁ ଉର୍ବର ଓ ଦକ୍ସ୍ଟଗ୍ଧ ମଧକ୍ସ୍ଟ ପ୍ରବାହିତ ଦେଶ ନ ଦଖାଇବୋ ପାଇଁ ପ୍ରତିଜ୍ଞା କଲେ, ଯାହା ସେ ସମାନଙ୍କେର ପୂର୍ବପୁରୁଷଗଣଙ୍କଠା ରେ ଆମ୍ଭକକ୍ସ୍ଟ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।ତେଣୁ ସମାନଙ୍କେର ପକ୍ସ୍ଟତ୍ରଗଣ ସମାନଙ୍କେର ମୃତକ୍ସ୍ଟ୍ଯପରେ ସମାନଙ୍କେର ଜାଗାଗକ୍ସ୍ଟଡିକ ନଇଗେଲେ।
ୟର୍ଦ୍ଦନ ପଶ୍ଚିମ ପାରିସ୍ଥ ସମକ୍ସ୍ଟଦାଯ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ଯ ସାଗରର ଉପକୂଳ ବର୍ତ୍ତୀ ଲବୋନନର ଦୂର ଅଞ୍ଚଳ ରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀଯ, ଇ ମାରେୀଯ, କିଣାନୀଯ, ପରିଷୀଯ, ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ରାଜଗଣ ବିଷଯ ରେ ଏହି କଥା ଶୁଣିଲେ।
ତେଣୁ ଇଶ୍ରାୟେଲୀୟ ଲୋକମାନେ ହିଦ୍ଦୀଯ ଲୋକମାନଙ୍କୁ କହିଲେ, କଜାେଣି ତୁମ୍ଭମାନେେ ଆମ୍ଭମାନଙ୍କ ମଧିଅରେ ବାସ କରୁଥିବ। ଆମ୍ଭେ ତୁମ୍ଭମାନଙ୍କ ସହିତ ନିଯମ କରିପାରିବକ୍ସ୍ଟ ନାହିଁ। ଯେପର୍ୟ୍ଯନ୍ତ ଆମ୍ଭେ ନ ଜାଣିଛକ୍ସ୍ଟ ତୁମ୍ଭେ କେଉଁଠାରକ୍ସ୍ଟ ଆସିଛ।
ହବ୍ବୀଯ, ଅର୍କୀଯ, ସୀନୀଯ ;
ତୁମ୍ଭେ ତାଠା ରେ ତାର ଅନ୍ତକରଣ ବିଶ୍ବସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀଯ, ହିତ୍ତୀଯ, ଇ ମାରେୀଯ, ପରିଷୀଯ ଓ ୟିବୁଷୀଯ, ଗିର୍ଗାଶୀଯର ଭୂମି ଅବ୍ରାହାମର ବଂଶଧରମାନଙ୍କୁ ଏହା ଦବୋକୁ ପ୍ରତିଜ୍ଞା କରିଥିଲେ।
ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ଯ ଓ ଗୋଷ୍ଠୀ ଦଲେ ଓ ତାହା ସମାନଙ୍କେ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସମାନେେ ସୀହାନେ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।
ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାଯମାନ ହେଲେ।