ସହେି ଅର୍ଥକୁ ଇଶ୍ରାୟେଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ ତମ୍ବୁର କାର୍ୟ୍ଯାର୍ଥେ ବିନି ଯଗେ କର। ଏହି ଦଯେ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ଯମ ହବେ। ସମାନେେ ସମାନଙ୍କେର ଜୀବନ ପା୍ରଯଶ୍ଚିତ ପାଇଁ ଏହା ଦାନ କରିବେ।
Cross references
ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।
ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।
ଏହି ଧାତୁ ଆଚ୍ଛାଦକ ଇଶ୍ରାୟେଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣ ପରିବାର ବ୍ଯତୀତ ଅନ୍ୟ କହେି ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କହେି ଏହି ସବେି କରିବ, ସେ କୋରହଙ୍କୁ ପରିବାରବର୍ଗ ପରି ହବେ ବୋଲି ଯାହା ମାଶାଙ୍କେ ଦ୍ବାରା ସଦାପ୍ରଭୁ ଜଣାଇ ଥିଲେ।
ଏହାପରେ ମାଶାେ ଓ ଇଲିଯାସର ଯାଜକ ସହସ୍ର ସୈନ୍ଯାଧିପତି ଓ ଶତ ସୈନ୍ଯାଧିପତିଙ୍କଠାରୁ ସହେି ସ୍ବର୍ଣ ଗ୍ରହଣ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ସ୍ମୃତି ଚିହ୍ନ ରୂପେ ସହେି ସମାଗମ ତମ୍ବୁ ରେ ରଖିଲେ।
ତେଣୁ ରାଜ ଯୋୟାଶ୍ ମୁଖ୍ଯଯାଜକ ଯିହାୟୋଦାରଦାଙ୍କୁ ଡ଼କାଇଲେ। ରାଜା କହିଲେ, ଯିହାୟୋଦାରଦା, ଯିହୁଦା ଓ ୟିରୁଶାଲମରୁ ସଂଗୃହିତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲବେୀୟମାନଙ୍କୁ ପଠାଉ ନାହିଁ ? ସଦାପ୍ରଭୁଙ୍କ ଦାସ ମାଶାେ ଓ ଇଶ୍ରାୟେଲର ଲୋକମାନେ ସହେି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ଯବହାର କରୁଥିଲେ।
ଆମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ସବୋକାର୍ୟ୍ଯ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀଯାଂଶ ଶକେଲ ରୂପା ପ୍ରତିବର୍ଷ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ପାଇଁ ଦବେୁ।
ଅର୍ଥାତ୍ ଦର୍ଶନୀଯ ରୋଟୀର ଓ ନିତ୍ଯ ଭକ୍ଷ୍ଯ ନବୈେଦ୍ଯର ଓ ନିତ୍ଯ ହାମବେଳିର, ବିଶ୍ରାମ ବାରର ଅମାବାସ୍ଯାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ଯାଦିର ଓ ଇଶ୍ରାୟେଲର ପ୍ରାଯଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ ନିମନ୍ତେ।
ତାପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ ରରେିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, ଏହି ରୋଟୀ ମାରେଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମାେତେ ମନେ ରଖିବା ପାଇଁ ଏହା କର।