ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲା ସମୟରେ ସମାନେେ ଧୋଇ ହବୋ ଉଚିତ୍, ଯାହାଫଳ ରେ ସମାନେେ ମରିବେ ନାହିଁ। ଆଉ ମଧ୍ଯ ସମାନେେ ଯାଜକର କର୍ମ କରିବା ନିମନ୍ତେ ଯେତବେେଳେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ବଦେୀ ପାଖକୁ ଯିବେ,
Cross references
ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।
ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।
ସଦାପ୍ରଭୁଙ୍କୁ ସୁଗନ୍ଧି ଧୂପର ନବୈେଦ୍ଯ ଦଲୋ ବେଳେ ହାରୋଣଙ୍କ ଦୁଇ ପୁତ୍ର ମଲେ। ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ,
ବୈଥ-ଶମେଶୀଯ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅନାଇବାରକ୍ସ୍ଟ ସେ ସମାନଙ୍କେୁ ହତ୍ଯା କଲେ, ବୈଥ୍-ଶମେଶର ଲୋକମାନଙ୍କ ମଧ୍ଯରକ୍ସ୍ଟ ସତକ୍ସ୍ଟରି ଜଣ ହତ୍ଯା ହେଲେ। ପକ୍ସ୍ଟଣି ପରମେଶ୍ବର ସମାନଙ୍କେୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।
ସଦାପ୍ରଭୁ ଉଷଙ୍କ ପ୍ରତି ଅତ୍ଯନ୍ତ କୋରାଧାନ୍ବିତ ହେଲେ। ସଦାପ୍ରଭୁ ଉଷଙ୍କୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସହେିଠା ରେ ପରମେଶ୍ବରଙ୍କ ସମ୍ମୁଖ ରେ ମୃତ୍ଯୁ ଭୋଗ କଲା।
ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ଏକଥା ଶୁଣିବା ମାତ୍ ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡ଼ରିଗଲେ।
ସେ ସ୍ତ୍ରୀ ଲୋକଟି ମଧ୍ଯ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ୟୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନଇଗେଲେ ଓ ତାହାର ସ୍ବାମୀ ପାଖ ରେ ତାହାକୁ କବର ଦେଲେ।
ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।