ଯାତ୍ରା ପୁସ୍ତକ 30:28 · ଓଡ଼ିଆ ବାଇବେଲ
ହାମବେଳିର ବଦେୀ ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା।
Cross references
ଯାତ୍ରା ପୁସ୍ତକ 29:36
ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।
ଯାତ୍ରା ପୁସ୍ତକ 29:37
ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।
ଯାତ୍ରା ପୁସ୍ତକ 35:8
ଦୀପ ପାଇଁ ତୈଳ, ଅଭିଷକୋର୍ଥକ ତୈଳ ପାଇଁ ମସଲା ଓ ଧୂପ।
ଯାତ୍ରା ପୁସ୍ତକ 40:11
ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି ଅଭିଷକେ କରି ପବିତ୍ର କରିବ।
ପ୍ରଥମ ରାଜାବଳୀ 7:38
ସସ ଦଶଟି ଖଟୁଲି ଉପଲର ରହିବା ପାଇଁ ଦଶଟି ମାଠିଆ ନିର୍ମାଣ କଲା। ପ୍ରଲତ୍ୟକକ ମାଠିଆର ବ୍ଯାସ ଗ୍ଭରିହାତ ଥିଲା ଓ ପ୍ରଲତ୍ୟକକ ମାଠିଆ ଗ୍ଭଳିଶ ମହଣ ଧାରଣ କରୁଥିଲା।