ଏହିସବୁ ବସ୍ତୁକୁ ପବିତ୍ର କର। ତହିଁରେ ସଗେୁଡିକ ମହାପବିତ୍ର ହବେ ଏବଂ ଯାହା କିଛି ସଗେୁଡିକ ସ୍ପର୍ଶ କରେ ସେସବୁ ନିଶ୍ଚଯ ପବିତ୍ର ହବେ।
Cross references
ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।
ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ।
ହାରୋଣଙ୍କ ସନ୍ତାନଗଣଙ୍କ ମଧ୍ଯରୁ ପ୍ରେତ୍ୟକକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନବୈେଦ୍ଯ ସମାନେେ ଗ୍ରହଣ କରିବେ ଏକ ବିଧି ହବେ। ଯାହା କିଛି ଜିନିଷଗୁଡିକ ଏହାକୁ ସ୍ପର୍ଶ କରିବ ପବିତ୍ର ହବେ।
ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।
ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
ତୁମ୍ଭମାନେେ ଅନ୍ଧ ଓ ମୂର୍ଖ। ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସହେି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।
ତୁମ୍ଭମାନେେ ଅନ୍ଧ। ତୁମ୍ଭେ କିଛି ବୁଝିନାହଁ। ବଡ଼ କିଏ? ବଦେୀ ନା ଉପହାର? ବଦେୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବଦେୀ ବଡ଼।