Home Bibles ଯାତ୍ରା ପୁସ୍ତକ 30:32 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 30:32 · ଓଡ଼ିଆ ବାଇବେଲ

କହେି ଏହାକୁ ବ୍ଯକ୍ତିଗତ କାର୍ୟ୍ଯ ରେ ସାଧାରଣ ତୈଳ ପରି ବ୍ଯବହାର କରିପାରିବେ ନାହିଁ। ବିଶଷେ ତୈଳ ପ୍ରସ୍ତୁତ କଲାପରି ଅନ୍ୟ ସୁଗନ୍ଧିକୁ ପ୍ରସ୍ତୁତ କରନାହିଁ।ଏହି ତୈଳ ପବିତ୍ର ଏବଂ ତୁମ୍ଭ ପାଇଁ ପବିତ୍ର ହବୋ ଉଚିତ୍।

Cross references

ଯାତ୍ରା ପୁସ୍ତକ 30:25

ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ଯ ତିଆରି କରୁଥିବା ୟନ୍ତ୍ର ଆଣ। ତାହା ଅଭିଷକୋର୍ଥକ ପବିତ୍ର ତୈଳ ମିଶାଇବ।

ଯାତ୍ରା ପୁସ୍ତକ 30:37

ତୁମ୍ଭମାନେେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ଯର ପରିମାଣ ଅନୁସାରେ ନିଜ ପାଇଁ କର ନାହିଁ। ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।

ଲେବୀୟ ପୁସ୍ତକ 21:10

ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାୟାଜକ ହାଇେଅଛି, ଯାହାର ମସ୍ତକରେ ଅଭିଷକୋର୍ଥକ ତୈଳ ଢଳା ୟାଇଅଛି, ଆଉ ୟିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀ ରେ ନିୟୁକ୍ତ ହାଇେଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।

ମାଥିଉଲିଖିତ ସୁସମାଚାର 7:6

'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

Interlinear

Choose Theme