Home Bibles ଯାତ୍ରା ପୁସ୍ତକ 30:35 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 30:35 · ଓଡ଼ିଆ ବାଇବେଲ

ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥି ରେ ଲବଣ ମଧ୍ଯ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।

Cross references

ଯାତ୍ରା ପୁସ୍ତକ 28:41

ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।

ଯାତ୍ରା ପୁସ୍ତକ 30:25

ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ଯ ତିଆରି କରୁଥିବା ୟନ୍ତ୍ର ଆଣ। ତାହା ଅଭିଷକୋର୍ଥକ ପବିତ୍ର ତୈଳ ମିଶାଇବ।

ଲେବୀୟ ପୁସ୍ତକ 2:13

ତୁମ୍ଭେ ସମସ୍ତ ଶସ୍ଯ ନବୈେଦ୍ଯ ରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ବରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ଯ ନବୈେଦ୍ଯ ରେ ଦବେ। ଆଉ ତୁମ୍ଭର ସମସ୍ତ ନବୈେଦ୍ଯ ସହିତ ଲବଣ ଏକ ଅଂଶ ହବେ।

ଲେବୀୟ ପୁସ୍ତକ 16:12

ଆଉ ସେ ସାଦାପ୍ରଭୁଙ୍କ ସମ୍ମୁଖସ୍ଥ ୟଜ୍ଞବଦେୀରୁ ପ୍ରଜ୍ଜ୍ବଳିତ ଅଙ୍ଗାର ଉହ୍ନଇେ ରେ ପୂର୍ଣ୍ଣ କରି ଓ ମୁଠିଏ ଚୁର୍ଣ୍ଣ ସୁଗନ୍ଧିଧୂପ ନଇେ ବିଚ୍ଛଦେ ବସ୍ତ୍ର ରେ ଭିତରକୁ ୟିବ।

ପ୍ରଥମ ରାଜାବଳୀ 1:39

ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ଯରୁ ଶିଙ୍ଗାଏ ପବିତ୍ର ତୈଳ ନଇେ ଶଲୋମନଙ୍କୁ ଅଭିଷକେ କଲେ। ତା'ପରେ ସମାନେେ ଉଚ୍ଚ ସ୍ବର ରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ବର ରେ କହିଲେ, ରାଜା ଶଲୋମନ ଚିରଜୀବି ହୁଅନ୍ତୁ।

ପ୍ରଥମ ବଂଶାବଳୀ 9:30

କିନ୍ତୁ ଯାଜକ ହିଁ ବିଶଷେ ତୈଳର ମିଶ୍ରଣ କାର୍ୟ୍ଯ କରୁଥିଲେ।

ଗୀତସଂହିତା 133:2

ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ଯ ତୈଳ ସ୍ବରୂପ ୟାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।

ହିତୋପଦେଶ 27:9

ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୁପ କରେ।

ପରମଗୀତ 1:3

ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।

ପରମଗୀତ 3:6

ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।

ଯୋହନଲିଖିତ ସୁସମାଚାର 12:3

ମରିୟମ ଅଧ ଲିଟର ଅତି ମୂଲ୍ଯବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦ ରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶ ରେ ପୋଛି ଦେଲେ। ଘରଟି ଅତର ସୁବାସ ରେ ମହକି ଉଠିଲା।

Interlinear

Choose Theme