Home Bibles ☰ Books ଯାତ୍ରା ପୁସ୍ତକ 31:4 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 31:4 · ଓଡ଼ିଆ ବାଇବେଲ

ବତ୍ସଲଲେ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ୟ୍ଯମାନ ଉତ୍ତମ ଭାବରେ କରିପାରୁ ଥିଲେ।

Cross references

ଯାତ୍ରା ପୁସ୍ତକ 25:32

ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହବେ। ଏହାର ଏକ ପାଶର୍‌ବରୁ ତିନି ଦୀପଶାଖା ଓ ଅନ୍ୟ ପଶର୍‌ବରୁ ତିନି ଦୀପଶାଖା ବାହାରିବ।

ଯାତ୍ରା ପୁସ୍ତକ 26:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।

ଯାତ୍ରା ପୁସ୍ତକ 28:15

ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା

ପ୍ରଥମ ରାଜାବଳୀ 7:14

ହୀରମ ଇଶ୍ରାଲୟଲର ନପ୍ତାଲି ବଂଶୀଯ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ ଜଲଣ ନିପୁଣ ପିତ୍ତଳ କାରୀଗର ଥିଲଲ। ରାଜା ଶଲଲାମନସସହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ୟ୍ଯସର ନିୟୁକ୍ତି କଲଲ।

ଦିତୀୟ ବଂଶାବଳୀ 2:7

ବର୍ତ୍ତମାନ, ଆପଣ ମାେ ନିକଟକୁ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଓ ଲୌହ କର୍ମ ରେ ପାରଦର୍ଶୀ ଏକ ବ୍ଯକ୍ତିକୁ ପଠାଇବାକୁ ମୁଁ ଚା ହେଁ। ସହେି ବ୍ଯକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗା ରେ କାର୍ୟ୍ଯ କରିପାରୁଥିବା ଆବଶ୍ଯକ। ମାରେବାପାଙ୍କ ଦ୍ବାରା ମନୋନୀତ କାରିଗରମାନଙ୍କ ସହ ସହେି ବ୍ଯକ୍ତି ଯିହୁଦା ଏବଂ ୟିରୁଶାଲମ ରେ କାର୍ୟ୍ଯ କରିବ।

ଦିତୀୟ ବଂଶାବଳୀ 2:13

ମୁଁ ମାରେବାପାଙ୍କ କାରିଗରମାନଙ୍କ ମଧ୍ଯରୁ ଜଣଙ୍କୁ ତୁମ୍ଭ ନିକଟକୁ ପଠାଇବି।

Interlinear

Choose Theme