Home Bibles ଯାତ୍ରା ପୁସ୍ତକ 32:10 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 32:10 · ଓଡ଼ିଆ ବାଇବେଲ

ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।

Cross references

ଆଦି ପୁସ୍ତକ 12:2

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 18:32

ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?

ଆଦି ପୁସ୍ତକ 32:26

ଆଉ ସହେି ଲୋକଟି ଯାକୁବକୁ କହିଲା, ମାେତେ ୟିବାକୁ ଦିଅ କାରଣ ପ୍ରଭାତ ହାଇଗେଲା।

ଯାତ୍ରା ପୁସ୍ତକ 22:24

ଏବଂ ଏଥି ରେ ଅଧିକ କୋରଧିତ ହବେି। ମୁଁ ତାକୁ ଏକ ଖଡ୍ଗ ରେ ହତ୍ଯା କରିବି। ଏହାପରେ ତୁମ୍ଭର ସ୍ତ୍ରୀ ବିଧବା ହବେ ଏବଂ ତୁମ୍ଭର ପିଲାମାନେ ଅନାଥ ହବେେ।

ଯାତ୍ରା ପୁସ୍ତକ 32:11

କିନ୍ତୁ ମାଶାେ ତା'ର ସଦାପ୍ରଭୁ ପରମେଶ୍ବରଙ୍କୁ ଭିକ୍ଷା ମାଗିଲେ, ହେ ସଦାପ୍ରଭୁ, ତୁମ୍ଭର କୋରଧ ରେ ତୁମ୍ଭର ଲୋକମାନଙ୍କୁ ଧ୍ବଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳର ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲ।

ଯାତ୍ରା ପୁସ୍ତକ 32:19

ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।

ଗଣନା ପୁସ୍ତକ 14:12

ମୁଁ ମହାମାରୀଦ୍ବାରା ସମାନଙ୍କେୁ ସଂହାର କରିବି ଓ ସମାନଙ୍କେର ଅଧିକାର ଛଡଇେ ନବେି। ପୁଣି ସମାନଙ୍କେଠାରୁ ତୁମ୍ଭକୁ ବଡ ଓ ବଳବାନ ଜାତି କରିବି।

ଗଣନା ପୁସ୍ତକ 14:19

ମୁଁ ବିନଯ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ବ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ୟ୍ଯନ୍ତ ଯେପରି କ୍ଷମା କରିଅଛ ତଦନୁସା ରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।

ଗଣନା ପୁସ୍ତକ 16:21

ତୁମ୍ଭମାନେେ ଏହି ମଣ୍ତଳୀଠାରୁ ପୃଥକ ହୁଅ, ଆମ୍ଭେ ଏକ ନିମିଷ ରେ ସମାନଙ୍କେ ସଂହାର କରିବା।

ଗଣନା ପୁସ୍ତକ 16:22

ତହୁଁ ସମାନେେ ମୁହଁ ମାଡି ପଡି କହିଲେ, ହେ ପରମେଶ୍ବର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳିର କହେି ପାପ କରେ, ସମସ୍ତ ମଣ୍ତଳିକୁ ଉତ୍ପିଡୀନ କରିବା ଉଚିତ୍ କି?

ଗଣନା ପୁସ୍ତକ 16:45

ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା। ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।

ଦିତୀୟ ବିବରଣ 9:14

ଆମ୍ଭକକ୍ସ୍ଟ ଛାଡି ଦିଅ, ତହିଁରେ ଆମ୍ଭେ ସମାନଙ୍କେୁ ସଐୂର୍ଣ୍ଣ ଭାବେ ଧ୍ବଂସ କରିବା ଓ ଆକାଶ ମଣ୍ତଳ ତଳକ୍ସ୍ଟ ସମାନଙ୍କେ ନାମ ଲୋପ କରିବା। ମାତ୍ର ଆମ୍ଭେ ତକ୍ସ୍ଟମ୍ଭଠାରକ୍ସ୍ଟ ସମାନଙ୍କେ ଅପେକ୍ଷା ଅଧିକା ବଳବତୀ ଓ ଏକ ମହାନ ଗୋ୍ଠି ଉତ୍ପନ୍ନ କରିବା।'

ଦିତୀୟ ବିବରଣ 9:19

କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯେଉଁ କୋରଧ କଲେ, ସହେି କୋପ ଓ ପ୍ରଚଣ୍ତତା ଆଗ ରେ ମୁ ଭୟ କଲି, ମାତ୍ର ସଦାପ୍ରଭୁ ସେଥି ରେ ମଧ୍ଯ ମାରେ କଥା ଶୁଣିଲେ।

ଯିରିମିୟ 14:11

ଆହୁରି ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।

ଯିରିମିୟ 15:1

ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।

ଯାକୁବଙ୍କ ପତ୍ 5:16

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

Interlinear

Choose Theme