ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।
Cross references
ସହେି ସମୟରେ, ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ୟାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସମାନେେ ଘାରେ ପାପ କରିଛନ୍ତି।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର କଥା ଅନୁୟାଯୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମରୂପେ ଜାଣିଅଛି।
ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।
ମୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭକ୍ସ୍ଟ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କକ୍ସ୍ଟ ଓ ଆପଣା ଅଧିକାର କକ୍ସ୍ଟ ବିନାଶ କରନାହିଁ। ତୁମ୍ଭେ ଆପଣା ମହିମା ରେ ସମାନଙ୍କେୁ ମକ୍ସ୍ଟକ୍ତ କରିଅଛ, ତୁମ୍ଭେ ସମାନଙ୍କେୁ ବଳବାନ୍ ହସ୍ତଦ୍ବାରା ମିଶରରକ୍ସ୍ଟ ବାହାର କରି ଆଣିଅଛ।
ତଥାପି ସମାନେେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସମାନଙ୍କେ ଉପରେ ଅଛି। ତୁମ୍ଭେ ସମାନଙ୍କେୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହକ୍ସ୍ଟଦ୍ବାରା ବାହାର କରି ଆଣିଅଛ।
ରାଜା ଦାଉଦ ସାଦୋକକକ୍ସ୍ଟ କହିଲେ, ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଯିରୁଶାଲମକୁ ଫରୋଇ ନିଅ। ଯଦି ସଦାପ୍ରଭୁ ମାେ ଉପରେ ପ୍ରତି ହକ୍ସ୍ଟଅନ୍ତି, ତବେେ ସଦାପ୍ରଭୁ ମାେତେ ଯିରୁଶାଲମକୁ ଫରୋଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସକ୍ସ୍ଟ ଯୋଗ ମାେତେ ଦବେେ।
ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର।
ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।
ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।
ପରମେଶ୍ବର ମାଶାଙ୍କେୁ ଆପଣା ପଥ ଓ ଇଶ୍ରାୟେଲ ସନ୍ତାନଗଣଙ୍କୁ ଆପଣା କ୍ରିଯାସବୁ ଜଣାଇଥିଲେ।
ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।
ହେ ମାରେ ପ୍ରାଣର ପ୍ରିଯତମ, ତୁମ୍ଭେ କେଉଁଠା ରେ ଆପଣା ଗୋରୁଗାଈ ଚରାଉ ଅଛ। ମଧ୍ଯାହ୍ନ ରେ କେଉଁଠା ରେ ଶଯନ କରାଉ ଅଛ, ତାହା ମାେତେ ଜଣାଅ। ତୁମ୍ଭ ସାଙ୍ଗ ଗହଣ ରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀ ଲୋକପରି ହବେି ?
ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।
ଯେଉଁମାନଙ୍କୁ ତୁମ୍ଭେ କବେେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମ ରେ କବେେ ଖ୍ଯାତ ହାଇେ ନ ଥିଲେ, ଦୀର୍ଘକାଳ ସହେି ଲୋକମାନଙ୍କ ପରି ଆମ୍ଭେ ହାଇେଅଛୁ।
ସଦାପ୍ରଭୁଙ୍କର ସବେକଗଣ, ଯାଜକମାନେ ମଣ୍ତପ ଓ ୟଜ୍ଞବଦେୀ ରେ ନିଶ୍ଚିତ କାନ୍ଦିବେ ଓ ଆକୁଳ ରେ ସଦାପ୍ରଭୁଙ୍କୁ ନିବଦନେ କରିବେ, ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ବାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅନାହିଁ ଏବଂ ସମାନଙ୍କେୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, 'ତୁମ୍ଭର ସଦାପ୍ରଭୁ କାହାନ୍ତି।'
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
ଯିହୂଦୀମାନେ ସୁସମାଚ୍ଭାର ଗ୍ରହଣ କରୁ ନ ଥିବାରୁ, ପରମେଶ୍ବରଙ୍କ ଶତୃ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ଯ ପରମେଶ୍ବରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦଇେଥିବା ପ୍ରତିଜ୍ଞା ହତେୁ, ପରମେଶ୍ବର ସମାନଙ୍କେୁ ଖୁବ ଭଲ ପାଆନ୍ତି।
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।